Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଧ୍ରପ୍ରଦେଶରେ ନୂଆ ଇତିହାସ : ଜଗନମୋହନଙ୍କ ସରକାରରେ ୫ ଉପ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଆନ୍ଧ୍ରପ୍ରଦେଶରେ ନୂଆ ଇତିହାସ : ଜଗନମୋହନଙ୍କ ସରକାରରେ ୫ ଉପ ମୁଖ୍ୟମନ୍ତ୍ରୀ

June 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆନ୍ଧ୍ରପ୍ରଦେଶ ବିଧାନସଭାରେ ଐତିହାସିକ ଜିତ ହାସଲ କରି ଜଗନମୋହନ ରେଡ୍ଡି ଚର୍ଚ୍ଚାରେ ରହିଥିବାବେଳେ ଏବେ ନିଜର ନୂତନ ଚିନ୍ତାଧାରା ପାଇଁ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି । ନିକଟରେ କୃଷକ, ଆଶା ଦିଦି, ଜନତାଙ୍କ ପାଇଁ ବଡବଡ ଘୋଷଣା କରିବା ପରେ ସେ ଏବେ ପୁଣି ଥରେ ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏଥର ସେ କୌଣସି ଯୋଜନା ନୁହେଁ ବରଂ ସରକାରୀ କ୍ଷେତ୍ରରେ ପରିବର୍ତ୍ତନ ଆଣିଛନ୍ତି । ଆନ୍ଧ୍ରରେ ଏବେ ୫ଜଣ ଉପମୁଖ୍ୟମନ୍ତ୍ରୀଙ୍କୁ ନିୟୋଜିତ କରାଯିବ । ଏଭଳି ଦେଶରେ ପୂର୍ବରୁ କୌଣସି ରାଜ୍ୟରେ ହୋଇ ନାହିଁ । ରେଡ୍ଡିଙ୍କ ମନ୍ତ୍ରିମଣ୍ଡଳରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗ, ଅଳ୍ପସଂଖ୍ୟକ, ଏବଂ କାପୁ ସମୁଦାୟରୁ ଜଣେ ଜଣେ ଉପ ମୁଖ୍ୟମନ୍ତ୍ରୀଙ୍କୁ ନିଯୁକ୍ତି ହେବେ । ଆଜି ଦଳର ବିଧାୟକଙ୍କ ଏକ ବୈଠକ ପରେ ଜଗନମୋହନ ଏହା ବିଷୟରେ ଘୋଷଣା କରିଛନ୍ତି । ଶନିବାର ଦିନ ରାଜ୍ୟରେ ୨୫ ସଂସଦୀୟ ବିଶିଷ୍ଟ ମନ୍ତ୍ରିପରିଷଦର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ବିରୋଧରେ ED ର କାର୍ଯ୍ୟାନୁଷ୍ଠାନ: 11 କୋଟି ମୂଲ୍ୟର ସମ୍ପତ୍ତି ଜବତ

November 6, 2025

ଏହି ଭାରତୀୟ ଖେଳାଳିଙ୍କୁ ମିଳିବ ସୁନା ପ୍ଲେଟେଡ୍ ବଲ୍ ଏବଂ ବ୍ୟାଟ୍, ବିଶ୍ୱକପ୍ ବିଜୟ ପରେ ଏକ ବଡ଼ ଘୋଷଣା

November 6, 2025

ପୋଲିସ ଅଧିକାରୀମାନଙ୍କ ପାଇଁ ଏକ ଦିନିଆ ଦକ୍ଷତା ବୃଦ୍ଧି କର୍ମଶାଳା

November 6, 2025

ଅବଦୁଲ୍ଲା ଆଜମଙ୍କୁ ଝଟକା, ଏଫଆଇଆର ରଦ୍ଦ କରିବାକୁ ମନା କଲେ ସୁପ୍ରିମକୋର୍ଟ

November 6, 2025
BJP Ads
Latest News

ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ବିରୋଧରେ ED ର କାର୍ଯ୍ୟାନୁଷ୍ଠାନ: 11 କୋଟି ମୂଲ୍ୟର ସମ୍ପତ୍ତି ଜବତ

November 6, 2025

ଏହି ଭାରତୀୟ ଖେଳାଳିଙ୍କୁ ମିଳିବ ସୁନା ପ୍ଲେଟେଡ୍ ବଲ୍ ଏବଂ ବ୍ୟାଟ୍, ବିଶ୍ୱକପ୍ ବିଜୟ ପରେ ଏକ ବଡ଼ ଘୋଷଣା

November 6, 2025

ପୋଲିସ ଅଧିକାରୀମାନଙ୍କ ପାଇଁ ଏକ ଦିନିଆ ଦକ୍ଷତା ବୃଦ୍ଧି କର୍ମଶାଳା

November 6, 2025

ଅବଦୁଲ୍ଲା ଆଜମଙ୍କୁ ଝଟକା, ଏଫଆଇଆର ରଦ୍ଦ କରିବାକୁ ମନା କଲେ ସୁପ୍ରିମକୋର୍ଟ

November 6, 2025

ସାମ୍ବାଦିକ ରାଣା ଆୟୁବଙ୍କୁ ହତ୍ୟା ଧମକ, ଲରେନ୍ସ ବିଷ୍ନୋଇଙ୍କ ଫଟୋ ଥିବା ନମ୍ବରରୁ ମେସେଜ୍

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.