Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡାବିତଙ୍କ ସହିତ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

October 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମ ଠାରେ ଏସୀୟ କ୍ରୀଡ଼ା ୨୦୨୨ରେ ଅଂଶଗ୍ରହଣ କରିଥିବା ଭାରତୀୟ କ୍ରୀଡ଼ାବିତ୍ ମାନଙ୍କ ସହ ଆଲୋଚନା କରିବା ସହ ସେମାନଙ୍କୁ ସମ୍ବୋଧିତ କରିବେ।

ଏସୀୟ କ୍ରୀଡ଼ା ୨୦୨୨ରେ ଉଲ୍ଲେଖନୀୟ ସଫଳତା ପାଇଁ କ୍ରୀଡାବିତ୍ ମାନଙ୍କୁ ଅଭିନନ୍ଦନ ଜଣାଇବା ଏବଂ ଭବିଷ୍ୟତ ପ୍ରତିଯୋଗିତା ପାଇଁ ସେମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଏହି କାର୍ଯ୍ୟକ୍ରମ ହେଉଛି ଏକ ପ୍ରୟାସ । ୨୦୨୨ ଏସୀୟ କ୍ରୀଡ଼ାରେ ଭାରତ ୨୮ ଟି ସ୍ୱର୍ଣ୍ଣ ପଦକ ସମେତ ମୋଟ ୧୦୭ ପଦକ ଜିତିଛି । ସମୁଦାୟ ପଦକ ସଂଖ୍ୟା ଦୃଷ୍ଟିରୁ ଏସୀୟ କ୍ରୀଡ଼ାରେ ଏହା ହେଉଛି ଭାରତର ଶ୍ରେଷ୍ଠ ପ୍ରଦର୍ଶନ ।

ଏହି କାର୍ଯ୍ୟକ୍ରମରେ ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଦଳର କ୍ରୀଡ଼ାବିତ୍‌, ସେମାନଙ୍କ ପ୍ରଶିକ୍ଷକ, ଭାରତୀୟ ଅଲିମ୍ପିକ୍ ସଂଘର ଅଧିକାରୀ, ଜାତୀୟ କ୍ରୀଡ଼ା ମହାସଂଘର ପ୍ରତିନିଧି ମାନଙ୍କ ସମେତ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟର ଅଧିକାରୀମାନେ ମଧ୍ୟ ଯୋଗ ଦେବେ ।

BJP Ads
ନରେନ୍ଦ୍ର ମୋଦୀ ଭାରତୀୟ କ୍ରୀଡାବିତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

November 2, 2025

ଆଜି ନଭେମ୍ବର ୨ ତାରିଖ ରବିବାରରେ ଆପଣଙ୍କ ଭାଗ୍ୟରେ କ’ଣ ଅଛି ଜାଣିବା ପାଇଁ ପଢନ୍ତୁ?

November 2, 2025

Subhadra Shakti Mela: ଭୁବନେଶ୍ବରରେ ଉଦଘାଟିତ ହେଲା ୧୨ ଦିନିଆ ‘ସୁଭଦ୍ରା ଶକ୍ତିମେଳା’

November 1, 2025

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025
BJP Ads
Latest News

ରାଜ୍ୟରେ ଚାଲିଥିବା ସମସ୍ତ ଜାତୀୟ ରାଜପଥ ପ୍ରକଳ୍ପର ନିର୍ମାଣ ଅଗ୍ରଗତି ସମୀକ୍ଷା କଲେ ପୂର୍ତ୍ତ‌ ମନ୍ତ୍ରୀ

November 2, 2025

ଆଜି ନଭେମ୍ବର ୨ ତାରିଖ ରବିବାରରେ ଆପଣଙ୍କ ଭାଗ୍ୟରେ କ’ଣ ଅଛି ଜାଣିବା ପାଇଁ ପଢନ୍ତୁ?

November 2, 2025

Subhadra Shakti Mela: ଭୁବନେଶ୍ବରରେ ଉଦଘାଟିତ ହେଲା ୧୨ ଦିନିଆ ‘ସୁଭଦ୍ରା ଶକ୍ତିମେଳା’

November 1, 2025

ଭୁବନେଶ୍ୱରରେ ଜାତୀୟ ହସ୍ତତନ୍ତ ଏବଂ ହସ୍ତଶିଳ୍ପ ସମ୍ମିଳନୀ 2025 ଉଦଯାପିତ

November 1, 2025

ଜେଦ୍ଦାରୁ ହାଇଦ୍ରାବାଦ ଯାଉଥିବା ବିମାନକୁ ‘ମାନବ ବୋମା’ ଧମକ!: ମୁମ୍ବାଇ ହେଲା ସ୍ଥାନାନ୍ତରିତ

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.