Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଣପୁରରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ଆଜିର ଖବର

ରଣପୁରରେ ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ

October 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଆମ ଓଡିଶା ନବୀନ ଓଡ଼ିଶାରେ ଯୋଡିହେଲା ନୟାଗଡ ଜିଲ୍ଲା ରଣପୁର ବ୍ଲକ। ଓଡିଶା ଆଗକୁ ବଢିବ, ଶସକ୍ତ ହେବ, ପରିବହନ ବ୍ୟବସ୍ଥାରେ ରୂପାନ୍ତର ହେବ, ସାମାଜିକ ଓ ଅର୍ଥନୀତିରେ ବିକାଶ ହେବ। ରାଜ୍ୟରେ ଏହି ବିକାଶ ଧାରା ଆହୁରି ଆଗକୁ ଶିଖର ଛୁଇଁବ। ଆଜି ଲଷ୍ମୀ ଯୋଜନାରେ ବସ ଯୋଜନାର ଶୁଭାରମ୍ଭ ହେଲା।

ଏହିଯୋଜନାରେ ଉପାନ୍ତ ଅଞ୍ଚଳର ଅର୍ଥନୀତିକୁ ସୁଦୃଢ କରିବା ସହ ଗାଁ ଗହଳିର ସମୃଦ୍ଧି ଆଣିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ “ଲକ୍ଷ୍ମୀ” ବସ ଯୋଜନା କରିଛନ୍ତି।

ରଣପୁରର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ରଣପୁର ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ରାଜନୀରାଣୀ ପଟ୍ଟନାୟକ, ବ୍ଲକ ଉପାଧ୍ୟକ୍ଷ ପ୍ରଭାତ ଦଳବେହେରା, ରଣପୁର ବିଜ୍ଞାପିତ ଅଞ୍ଚଳର ନଗର ସଭାପତି ଲିଙ୍ଗରାଜ ନାୟକ, ସନ୍ତୋଷ କୁମାର ଲେଙ୍କା, ବିଜୁ ଯୁବ ସଭାପତି ଆକାଶ କୁମାର ପାଣି, ରଣପୁର ବିଜ୍ଞାପିତ ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ନର୍ମଦା ରାୟ, ପ୍ରମୁଖ ଯୋଗ ଦେଇଥିଲେ।

ଆମ ଓଡିଶା ନବୀନ ଓଡ଼ିଶା ନୟାଗଡ଼ ଜିଲ୍ଲା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026

ବାଧାମୁକ୍ତ ବିଦ୍ୟୁତ ଯୋଗାଣ ପାଇଁ ଓପିଟିସିଏଲ ସବୁ କର୍ମଚାରୀଙ୍କ ଛୁଟି ବାତିଲ

May 24, 2026
Latest News

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

ଭାରତ ବିଶ୍ୱର ସବୁଠାରୁ ବଡ଼ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ହେବ – ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.