Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ମହାବିଦ୍ୟାଳୟର ଭୌତିକ ବିଜ୍ଞାନ ବିଭାଗ ତରଫରୁ ଚନ୍ଦ୍ରଯାନ-୩ ଉପରେ ଆଲଚନାଚକ୍ର
ଆଞ୍ଚଳିକ

ନାଚୁଣୀ ମହାବିଦ୍ୟାଳୟର ଭୌତିକ ବିଜ୍ଞାନ ବିଭାଗ ତରଫରୁ ଚନ୍ଦ୍ରଯାନ-୩ ଉପରେ ଆଲଚନାଚକ୍ର

October 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଚନ୍ଦ୍ରଯାନ -୩ ର ସଫଳତାର ସହିତ ଉତକ୍ଷେପଣ ସହିତ ଚନ୍ଦ୍ର ର ଦକ୍ଷିଣ ମେରୁ ରେ ଅବତରଣ ଦ୍ଵାରା ସାରା ଦେଶ ଉତ୍ସବ ମୁଖର ହୋଇଉଠିଥିବା ବେଳେ ଏଥି ନିମନ୍ତେ ସ୍ଥାନୀୟ ନାଚୁଣୀ ମହାବିଦ୍ୟାଳୟ ର ଭୌତିକ ବିଜ୍ଞାନର ବିଭାଗୀୟ ମୁଖ୍ୟ ଅଧ୍ୟାପକ ରୁଦ୍ର ପ୍ରତାପ ନରେନ୍ଦ୍ର ସିଂହ ବର୍ମା ଙ୍କ ନେତୃତ୍ବରେ ଛାତ୍ର ଛାତ୍ରୀ ଙ୍କ ଉପସ୍ଥିତି ରେ ଚନ୍ଦ୍ରୟାନ -୩ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।

ଏଥିରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅରୁଣ ଦାସ ସଭାପତିତ୍ବ କରିଥିଲାବେଳେ ଅଧ୍ୟକ୍ଷ ନାରାୟଣ ବଳିଆରସିଂହ, ବିଭାଗ ର ଅନ୍ୟ ଅଧ୍ୟାପକ କର୍ମଚାରୀ ମାନେ ଉପସ୍ଥିତ ରହି ନିଜ ନିଜର ସୁଚିନ୍ତିତ ବକ୍ତବ୍ୟ ପ୍ରଦାନ କରିଥିଲେ  ଛାତ୍ର ବିନୟ ସାହୁ , ପ୍ରିତମ ମହାରଣା, ଶୁଭମ୍ ତ୍ରିପାଠୀ, ତପନ ମହାରଣା ଆଦି ସଭାକୁ ପରିଚାଳନା କରିବା ରେ ସହଯୋଗ କରିଥିଲେ।

ଚନ୍ଦ୍ରଯାନ-୩ ନାଚୁଣୀ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026

ରାମ ମନ୍ଦିର ଦାନ ଚୋରି ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ!: ଛଅ ଜଣଙ୍କ ବିରୁଦ୍ଧରେ ରୁଜୁ ହେବ ଏଫଆଇଆର

June 25, 2026

କେବଳ ବୈଭବ ସୂର୍ଯ୍ୟବଂଶୀ ନୁହେଁ, ଆୟର୍ଲାଣ୍ଡ ବିପକ୍ଷରେ ଟି-୨୦ ଡେବ୍ୟୁ କରିପାରନ୍ତି ଏହି ଦୁଇ ଖେଳାଳି

June 25, 2026

ପାରଳାଖେମୁଣ୍ଡିରେ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଲେେ ଆଇନ ମନ୍ତ୍ରୀ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.