Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ପ୍ରଶଂସକମାନେ ନ ଆସିବା ପାଇଁ କଲେ ଅନୁରୋଧ
ଆଜିର ଖବର

ଆସନ୍ତାକାଲି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ପ୍ରଶଂସକମାନେ ନ ଆସିବା ପାଇଁ କଲେ ଅନୁରୋଧ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen Patnaik
ଆସନ୍ତାକାଲି ନବୀନ ପଟ୍ଟନାୟକଙ୍କ ଜନ୍ମଦିନ, ପ୍ରଶଂସକମାନେ ନ ଆସିବା ପାଇଁ କଲେ ଅନୁରୋଧ

ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମ ଦିନ। ସେ 1946 ମସିହା ଅକ୍ଟୋବର 16 ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେହି ଅନୁସାରେ ଆସନ୍ତାକାଲି ସୋମବାରରେ ପଡୁଛି ଜନ୍ମ ଦିବସ।

ହେଲେ ଏଥର ନବୀନ ତାଙ୍କର ଜନ୍ମ ଦିନ ପାଳନ କରିବେ ନାହିଁ। ଏ ନେଇ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଏକ ସୂଚନା ପ୍ରଦାନ କରାଯାଇଛି। କାରଣରେ କୁହାଯାଇଛି ଯେ, ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କ ନିକଟରେ ଦେହାନ୍ତ ହୋଇଛି। ତାଙ୍କର ଭଉଣୀଙ୍କ ପରଲୋକ ପାଇଁ ସେ ଏଥର ଜନ୍ମଦିନ ପାଳନ କରିବେ ନାହିଁ ବୋଲି ନିଷ୍ପତି କରିଛନ୍ତି।

ସେଥିପାଇଁ ତାଙ୍କର ପ୍ରଶଂସକ ଏବଂ ସମର୍ଥକମାନେ ଆସନ୍ତାକାଲି ନବୀନ ନିବାସ ନ ଆସିବା ପାଇଁ ଅନୁରୋଧ କରାଯାଇଛି।

naveen birthday ନବୀନ ଜନ୍ମଦିନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.