Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଖୋର୍ଦ୍ଧା : ସାଇବର ସୁରକ୍ଷା ସଚେତନତା ଅଭିଯାନ ଉଦଯାପିତ
ରାଜ୍ୟ ଖବର

ଖୋର୍ଦ୍ଧା : ସାଇବର ସୁରକ୍ଷା ସଚେତନତା ଅଭିଯାନ ଉଦଯାପିତ

October 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Khordha
ଖୋର୍ଦ୍ଧା : ସାଇବର ସୁରକ୍ଷା ସଚେତନତା ଅଭିଯାନ ଉଦଯାପିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଦୀର୍ଘ ଦିନ ଧରି ଜାରି ରହିଥିବା ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଆଜି ଖୋର୍ଦ୍ଧା ଟାଉନ ହଲ ଠାରେ ଉଦଯାପିତ ହୋଇଯାଇଛି। ଉକ୍ତ ଉଦଯାପନୀ ଦିବସରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ , ଏସପି ସିଦ୍ଧାର୍ଥ କଟାରିଆ ,ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର ,ଜିଲ୍ଲା ପରିଷଦ ଅଧ୍ୟକ୍ଷ ରୂପଶ୍ରୀ ରାଣୀ ଗୁମାନସିଂହ, ପୌରପରିଷଦ ଅଧ୍ୟକ୍ଷା କନକ ଲକ୍ଷ୍ମୀ ମହାନ୍ତି, ଅତିରିକ୍ତ ଏସପି ସୁରେନ୍ଦ୍ରନାଥ ମୁର୍ମୁ, କିଶୋର ଚନ୍ଦ୍ର ମୁଣ୍ଡ ଏବଂ ଆଇସିଆଇସିଆଇ ବ୍ୟାଙ୍କ କର୍ତ୍ତୃପକ୍ଷ ସୁଶାନ୍ତ ନାୟକ ଯୋଗଦେଇଥିଲେ।

ସମସ୍ତ ଅତିଥିମାନେ ସାଇବର ଅପରାଧକୁ ରୋକିବା ଦିଗରେ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରିଥିଲେ l ସେହିପରି ଭାବେ ଉକ୍ତ ସଚେତନତା କାର୍ଯ୍ୟକ୍ରମ ଜିଲ୍ଲାର ସମସ୍ତ ବ୍ଲକ, ସ୍କୁଲ ଓ କଲେଜ ରେ ଅନୁଷ୍ଠିତ ହୋଇଥିବା ବେଳେ ଏହା ଜିଲ୍ଲା ପୋଲିସର ଏକ ବଡ଼ ସଫଳତା ବୋଲି ବିବେଚନା କରାଯାଇଥିଲା।

ଏହି ଅବସରରେ ବିଭିନ୍ନ କଲେଜର କର୍ତ୍ତୃପକ୍ଷ ମାନଙ୍କୁ ପୁରସ୍କୃତ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉଦଯାପନୀ କାର୍ଯ୍ୟକ୍ରମକୁ ନୋଡାଲ ଅଧିକାରିଣୀ ଡ଼ିଏସପି ମିନାକ୍ଷୀ ଠାକୁର ପରିଚାଳନା କରିଥିବାବେଳେ ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ଡ଼ିଏସପି, ଦୁଇ ଏସଡ଼ିପିଓ,ସମସ୍ତ ଥାନା ଆଇଆଇସି, ବହୁ ଜନସାଧାରଣ ଏବଂ ସାମ୍ବାଦିକ ମାନେ ଯୋଗଦେଇଥିଲେ।

CyberCrime
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

ମୋଦିଙ୍କ ପ୍ରଶଂସାରେ ପୁଟିନ, ଭାରତକୁ ନେଇ କହିଲେ ବଡ଼ କଥା

June 4, 2026

ଇଭି ଭଡା ଦେୟ ଧାର୍ଯ୍ୟ କଲେ ସରକାର

June 4, 2026
Latest News

ଟି-୨୦ ଦଳର କିଏ ହେବ ପରବର୍ତ୍ତୀ ଅଧିନାୟକ?: ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବ ବିସିସିଆଇ ର ଏହି ନିଷ୍ପତ୍ତି

June 5, 2026

ମମତା ବାନାର୍ଜୀଙ୍କୁ ନିଜ ଆସନ ଯାଚିଲେ ହୁମାୟୁନ୍: କହିଲେ, ଟିଏମସି ର ପରିସ୍ଥିତି ଦେଖି କଷ୍ଟ ହେଉଛି

June 5, 2026

ସାଇଲେଣ୍ଟ କିଲର କିଡନୀ ରୋଗ: ଡେରି ହେବା ପୂର୍ବରୁ ଜାଣନ୍ତୁ ଏହାର ଲକ୍ଷଣ

June 5, 2026

ଭାରତରେ ଲିଭରପୁଲ୍ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ପ୍ରତିଷ୍ଠା ନେଇ ମଞ୍ଜୁରୀ ପତ୍ର ପ୍ରଦାନ

June 5, 2026

କୁଏତ ବିମାନବନ୍ଦର ଆକ୍ରମଣରେ ଜଣେ ଭାରତୀୟଙ୍କ ମୃତ୍ୟୁ; ଆହତ ୧୩ ଜଣଙ୍କୁ ସହାୟତା ପ୍ରଦାନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.