Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ଥାନା ହରିପୁର ଷଣ୍ଢ ଛକରେ ଏକ ବାଇକ ଦୁର୍ଘଟଣା
ଆଞ୍ଚଳିକ

ନାଚୁଣୀ ଥାନା ହରିପୁର ଷଣ୍ଢ ଛକରେ ଏକ ବାଇକ ଦୁର୍ଘଟଣା

October 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାଚୁଣୀ ଥାନା ହରିପୁର ଷଣ୍ଢ ଛକରେ ଏକ ବାଇକ ଦୁର୍ଘଟଣା

ନାଚୁଣୀ : ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ହରିପୁର ଷଣ୍ଢ ଛକରେ ଏକ ବାଇକ ଦୁର୍ଘଟଣା ଘଟିଛି ଯେଉଁଥିରେ ଦୁଇ ଜଣ ଆହତ ହୋଇଛନ୍ତି।

ପୋଲିସ ସୂଚନା ମୁତାବକ ବାଣପୁର ଥାନା ବଡ଼ ହନ୍ତୁଆଡ଼ ଗ୍ରାମର ଦୁଇ ଯୁବକ ଗୌରାଙ୍ଗ ମାର୍ଥା ଓ କାର୍ତ୍ତିକ ମାର୍ଥା ଆଜି ଅପରାହ୍ନରେ ଏକ ବାଇକ ଯୋଗେ ନାଚୁଣୀସ୍ଥିତ ଏକ ଘରୋଇ ହସ୍ପିଟାଲ ଅଭିମୁଖେ ଯାଉଥିବା ବେଳେ ହରିପୁର ଷଣ୍ଢ ଛକରେ କୌଣସି କାରଣବଶତଃ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଉଭୟ ଗୁରୁତର ଆହତ ହୋଇଥିଲେ।

ଖବର ପାଇ ନାଚୁଣୀ ପୋଲିସ ସେଠାରେ ପହଞ୍ଚି ସ୍ଥାନୀୟ ବ୍ୟକ୍ତିଙ୍କ ସହାୟତାରେ 108 ଆମ୍ବୁଲାନ୍ସ ଯୋଗେ ଉଭୟ ଆହତଙ୍କୁ ବାଲୁଗାଁ ମେଡିକାଲ ପଠାଇଛି l

ଦୁର୍ଘଟଣା ନାଚୁଣୀ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026

ଦୀର୍ଘ ୫୯ ବର୍ଷ ପରେ ତାମିଲନାଡୁ କ୍ୟାବିନେଟରେ କଂଗ୍ରେସ

May 20, 2026

ଯୁକ୍ତ ଦୁଇ ରେଜଲ୍ଟ : ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

May 20, 2026

୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

May 20, 2026

ଇରାନ ଯୁଦ୍ଧ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦି !

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.