Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧର୍ମଘଟ ପାଇଁ ଆଜି ଗଡୁନି ବସ, ରାସ୍ତାରେ ଯାତ୍ରୀ ହନ୍ତସନ୍ତ
ଆଜିର ଖବର

ଧର୍ମଘଟ ପାଇଁ ଆଜି ଗଡୁନି ବସ, ରାସ୍ତାରେ ଯାତ୍ରୀ ହନ୍ତସନ୍ତ

October 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧର୍ମଘଟ ପାଇଁ ଆଜି ଗଡୁନି ବସ, ରାସ୍ତାରେ ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ଆଜି ଓଡିଶା ଘରୋଇ ବସ ମାଲିକ ସଂଘ ଧର୍ମଘଟ ଡାକରା ଦେଇଥିବାରୁ ରାଜ୍ୟରେ ବସ ଚଳାଚଳ ବନ୍ଦ ରହିଛି। ଏହି ବନ୍ଦ ଆଜି ସକାଳ 6 ଟାରୁ ଆରମ୍ଭ ହୋଇଥିବାରୁ ଯାତ୍ରୀମାନେ ବର୍ତ୍ତମାନ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ପୂଜା ଛୁଟିରେ ଘରକୁ ଯିବା ପାଇଁ ଭିଡ ହେଉଥିବା ବେଳେ ବସ ବନ୍ଦ ଯୋଗୁଁ ଦୂରଦୂରାନ୍ତ ଯାତ୍ରୀ ବଡ ହଇରାଣ ହେବାରେ ଲାଗିଛନ୍ତି।

ଆଜି ସକାଳୁ ଉଭୟ ଭୁବନେଶ୍ବର ଏବଂ କଟକ ବସଷ୍ଟାଣ୍ଡରେ ଯାତ୍ରୀମାନେ ଏହି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ରାଜ୍ୟ ସରକାର ଏବଂ ବସ ମାଲିକ ସଂଘ ମଧ୍ୟରେ ବିବାଦ ଯୋଗୁଁ ବର୍ତ୍ତମାନ ଯାତ୍ରୀମାନେ ଭୋଗୀବାରେ ଲାଗିଛନ୍ତି। ବସ ମାଲିକ ସଂଘ ବାରମ୍ବାର ସରକାରଙ୍କ ସହିତ ଆଲୋଚନା କରିଥିଲେ ମଧ୍ୟ ସେଥିରେ କୌଣସି ସୁଫଳ ମିଳିପାରି ନାହିଁ।

ତେବେ ଏହି ଧର୍ମଘଟରୁ ବାଲେଶ୍ବର ଘରୋଇ ବସ ମାଲିକ ସଂଘ ଦୂରେଇ ରହିଛି। ସେଠାରେ ବସ ଚଳାଚଳ ଠିକ ଥିବାରୁ ଜଣାପଡିଛି।

ଘରୋଇ ବସ ମାଲିକ ସଂଘ ବସ ଧର୍ମଘଟ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.