Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁର୍ବ ଶତ୍ରୁତା ଯୋଗୁଁ ଯୁବକକୁ ହତ୍ୟା, ତିନି ଅଟକ
ଆଜିର ଖବର

ପୁର୍ବ ଶତ୍ରୁତା ଯୋଗୁଁ ଯୁବକକୁ ହତ୍ୟା, ତିନି ଅଟକ

October 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲି ଗ୍ରାମ ରେ ପୁର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକକୁ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରାଯାଇଥିବା ଜଣାପଡ଼ିଛି। ପରିବାର ଲୋକଙ୍କ ଠାରୁ ଅଭିଯୋଗ ପାଇ ପୋଲିସ ୩ ଜଣଙ୍କୁ ଥାନାରେ ରଖି ପଚରାଉଚରା କରୁଛି।

ସୁଚନା ଅନୁଯାୟୀ, ମୃତ ଯୁବକ ଜଣକ ସୁଶାନ୍ତ ପାତ୍ର ଓ ତାଙ୍କ ଘର କରଚୁଲି ଗ୍ରାମରେ। କିଛି ଲୋକଙ୍କ ସହ ତାଙ୍କର ପ୍ରଥମେ ବଚସା ହୋଇଥିଲା ଓ ପରେ କିଛି ଲୋକ ବିଭିନ୍ନ ମାରଣାସ୍ତ୍ର ରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ କରଚୁଲି କିରାମ୍ବା ରାସ୍ତାରେ ତାଙ୍କୁ ଛାଡ଼ି ଚାଲିଯାଇଥିଲେ। ପରିବାର ଲୋକେ ଖବର ପାଇ ପୋଲିସକୁ ଜଣାଇଥିଲେ ଓ ପରିବାର ଲୋକଙ୍କ ସହ ମିଶି ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁଶାନ୍ତକୁ ଉଦ୍ଧାର କରି ଚିକିତ୍ସା ପାଇଁ ବୁଗୁଡ଼ା ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲେ।

କିନ୍ତୁ ସେଠାରେ ତାଙ୍କର ବିୟୋଗ ଘଟିଛି। ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପରିବାର ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ତିନି ଅଟକ ପୁର୍ବ ଶତ୍ରୁତା ବୁଗୁଡ଼ା ଥାନା ଯୁବକକୁ ହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.