Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»TrainAccident Update: ଦୁର୍ଘଟଣାସ୍ଥଳକୁ ଯିବା ପାଇଁ ରାଜସ୍ବମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

TrainAccident Update: ଦୁର୍ଘଟଣାସ୍ଥଳକୁ ଯିବା ପାଇଁ ରାଜସ୍ବମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

October 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen
TrainAccident Update: ଦୁର୍ଘଟଣାସ୍ଥଳକୁ ଯିବା ପାଇଁ ରାଜସ୍ବମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡିଶା ଆନ୍ଧ୍ର ସୀମାନ୍ତରେ ହୋଇଥିବା ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ସ୍ଥାନକୁ ଯିବା ପାଇଁ ଆଜି ରାଜସ୍ବମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ସେଠାରେ ପହଞ୍ଚି ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ତଦାରଖ କରିବା ପାଇଁ କହିଛନ୍ତି। ଏହି ନିର୍ଦ୍ଦେଶ ପାଇବା ପରେ ରାଜସ୍ବ ଓ ବିପର୍ଯ୍ୟୟ ମନ୍ତ୍ର ସୁଦାମ ମାର୍ଣ୍ଡି ଆନ୍ଧ୍ର ଯିବା ପାଇଁ ବାହାରିଥିବାର ଜଣାପଡିଛି।

ମନ୍ତ୍ରୀଙ୍କ ସହିତ ଅତିରିକ୍ତ ସ୍ବତନ୍ତ୍ର ରିଲିଫ କମିଶନର ଯିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଗତକାଲି ରାତିରେ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ରିଲିଫ କମିଶନର ଏବଂ କୋରାପୁଟ ଓ ରାୟଗଡା ଜିଲ୍ଲାପାଳଙ୍କୁ ଉଦ୍ଧାର କାର୍ଯ୍ୟରେ ସହାୟତା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

NaveenPatnaik trainaccident
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.