Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କୁ ଠାରୁ ଟଙ୍କା ଝାମ୍ପି ନେଲେ ଲୁଟେରା: ସିସିଟିଭି ଯାଞ୍ଚ କରୁଛି ବାଲୁଗାଁ ପୋଲିସ
ଆଞ୍ଚଳିକ

ଦିନ ଦ୍ବିପ୍ରହରରେ ବୃଦ୍ଧଙ୍କୁ ଠାରୁ ଟଙ୍କା ଝାମ୍ପି ନେଲେ ଲୁଟେରା: ସିସିଟିଭି ଯାଞ୍ଚ କରୁଛି ବାଲୁଗାଁ ପୋଲିସ

October 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ
ଘର ଗ୍ରିଲ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ସୁନା ରୁପା ଅଳଙ୍କାର ଲୁଟ

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଦ୍ବିପ୍ରହରରେ ବାଲୁଗାଁ ବଜାର ମଧ୍ୟରେ ବୃଦ୍ଧଙ୍କୁ ଠାରୁ ଟଙ୍କା ଝାମ୍ପି ନେଇ ଦୁର୍ବୁତ୍ତ ଫେରାର ହୋଇଯାଇଥିବା ଖବର ମିଳିଛି। ଖବର ମୁତାବକ ବାଲୁଗାଁ ସରଳାପଦର ଗ୍ରାମର ନବକିଶୋର ସାହୁ (୬୦) ନିକଟସ୍ଥ ବ୍ୟାଙ୍କରୁ ୪୯ ହଜାର ଟଙ୍କା ଉଠାଇ ଏକ ପଲିଥିନ ମଧ୍ୟରେ ରଖି ସାଇକେଲ ଯୋଗେ ଘରକୁ ଫେରୁଥିଲେ। ଠିକ ଏତିକି ବେଳେ ହଠାତ ଦୁଇ ଜଣ ଯୁବକ ତାଙ୍କ ଠାରୁ ଟଙ୍କା ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଯାହାକୁ ନେଇ ବୃଦ୍ଧ ଜଣକ ବାଲୁଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସିସି ଟିଭି ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛି। ଦିନ ଦ୍ଵିପ୍ରହରେ ବାଲୁଗାଁ ଅଞ୍ଚଳ ଚଳଚଞ୍ଚଳ ଥିବାବେଳେ ଏଭଳି ଲୁଟ ହୋଇଥିବାରୁ ସାଧାରଣ ଲୋକେ ନିଜକୁ ସୁରକ୍ଷିତ ମଣୁନଥିବା ଆଲୋଚନା ହେଉଛି। ତେବେ ଏହା ପୋଲିସ ପାଇଁ ଏକ ବଡ଼ ଚାଲେଞ୍ଜ ହୋଇଥିବା ବେଳେ ଖୁବ ଶୀଘ୍ର ଅଭିଯୁକ୍ତ ଗିରଫ ହେବା ନେଇ ଆଇଆଇସି ଜୟ ପ୍ରକାଶ ପରିଡା କହିଛନ୍ତି।

ବାଲୁଗାଁ ପୋଲିସ ବାଲୁଗାଁ ବଜାର
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

ଜିଲ୍ଲାସ୍ତରୀୟ ସଙ୍କଟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ

August 21, 2026

ବ୍ରହ୍ମପୁରରେ ତିନିଦିନିଆ ପ୍ରଦର୍ଶନୀ: ୧୨ ବର୍ଷରେ ଭାରତର ପ୍ରଗତି ହେଲା ପ୍ରଦର୍ଶିତ

August 21, 2026

କାର୍ଯ୍ୟ କ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯ୍ୟାତନା ଅଧିନିୟମ ୨୦୧୩ କର୍ମଶାଳା

August 21, 2026

ରେଢ଼ାଖୋଲରେ ବିଦ୍ୟୁତ ତାର ଚୋରି ରାକେଟର ପର୍ଦ୍ଦାଫାସ: ୧୨ ଗିରଫ

August 21, 2026

ପୂର୍ବତଟ ରେଳପଥ ସ୍କାଉଟ୍ସ ଏବଂ ଗାଇଡ୍ସର ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.