Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀର ଏକ ପ୍ରାଇଭେଟ୍‌ ସ୍କୁଲରେ ନିଆଁ : ଦୁଇ ଶିଶୁ ସମେତ ତିନିଜଣ ମୃତ
ଆଜିର ଖବର

ଦିଲ୍ଲୀର ଏକ ପ୍ରାଇଭେଟ୍‌ ସ୍କୁଲରେ ନିଆଁ : ଦୁଇ ଶିଶୁ ସମେତ ତିନିଜଣ ମୃତ

June 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀର ଫରିଦାବାଦ୍‌ସ୍ଥିତ ଏକ ପ୍ରାଇଭେଟ୍‌ ସ୍କୁଲରେ ନିଆଁ ଲାଗିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି । ଏଥିରେ ଦୁଇଜଣ ଶିଶୁ ଅଛନ୍ତି । ଆଉ ଦୁଇଜଣଙ୍କ ଅବସ୍ଥା ମଧ୍ୟ ବେଶ୍‌ ଗମ୍ଭୀର ରହିଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ନିକଟରେ ଗୁଜୁରାଟର ସୁରଟରେ ଏକ କୋଚିଂ ସେଣ୍ଟରରେ ନିଆଁ ଲାଗି ୨୨ ଜଣ ମୃତ୍ୟୁବରଣ କରିଥିଲେ । ତେବେ ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଏପର୍ଯ୍ୟନ୍ତ କିଛି ସୁରାକ୍‌ ମିଳିପାରିନାହିଁ । ନିକଟ ଅତୀତରେ ଦିଲ୍ଲୀଠାରେ ଅଗ୍ନିକାଣ୍ଡ ଘଟଣା ବହୁଳ ଭାବେ ଦେଖାଯାଇଛି । ଫରିଦାବାଦସ୍ଥିତ ଏକ କପଡ଼ା ଗୋଦାମରେ ମଧ୍ୟ ଅଗ୍ନିକାଣ୍ଡ ଘଟି ବହୁ ସମ୍ପତ୍ତି କ୍ଷତି ହୋଇଛି । ଅଗ୍ନିସୁରକ୍ଷା ପାଇଁ ପ୍ରତ୍ୟେକ ହୋଟେଲ୍‌, ମଲ୍‌, ହସ୍ପିଟାଲ୍‌ ଓ ବିଦ୍ୟାଳୟଗୁଡ଼ିକୁ ଅଧିକ ଯାଞ୍ଚ ନିରୀକ୍ଷଣ କରିବା ଉଚିତ୍‌ ।

Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Latest News

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.