Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସାଂସଦମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ
ଆଜିର ଖବର

ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସାଂସଦମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ

November 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ରେଳବାଇ ବିଷୟବସ୍ତୁ ସମ୍ବନ୍ଧରେ ଆଜି ଭୁବନେଶ୍ୱର ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସମ୍ମାନୀୟ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ସମ୍ମାନନୀୟ/ସମ୍ମାନୀୟା ସାଂସଦ ଭର୍ତ୍ତୃହରି ମହତାବ, ଚନ୍ଦ୍ରଶେଖର ସାହୁ, ମହେଶ ସାହୁ, ପିନାକୀ ମିଶ୍ର, ଚନ୍ଦ୍ରାଣୀ ମୁର୍ମୁ, ମଞ୍ଜୁଲତା ମଣ୍ଡଳ, ପ୍ରମିଳା ବିଶୋଇ, ରାମ ମୋହନ ନାଇଡୁ କାଞ୍ଜିରାପୁ, ମୁଜିବୁଲ୍ଲା ଖାଁ ଏବଂ ଡ଼. ରାଜଶ୍ରୀ ମଲ୍ଲିକ ପ୍ରମୁଖ ଏହି ବୈଠକ ରେ ଯୋଗଦାନ କରିଥିଲେ। ଏହା ବ୍ୟତୀତ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ଶର୍ମିଷ୍ଠା ସେଠୀ ଏବଂ ଅଚ୍ୟୁତାନନ୍ଦ ସାମନ୍ତଙ୍କ ପ୍ରତିନିଧିମାନେ ମଧ୍ୟ ଏହି ଅବସରରେ ଯୋଗଦାନ କରିଥିଲେ।

ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ସହିତ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀ ଏବଂ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ଏଚ ଏସ ବଜ୍ଵା ଏହି ବୈଠକ ରେ ମଧ୍ୟ ଉପସ୍ଥିତ ଥିଲେ। ବହୁ ଗଠନମୂଳକ ଚିନ୍ତାଧାରା, ମୂଲ୍ୟବାନ ଉପଦେଶ ଏବଂ ରେଳବାଇ ସମ୍ବନ୍ଧରେ ସାର୍ବଜନୀନ ଦାବିଗୁଡିକ ସମ୍ମାନୀୟ ସାଂସଦ ଓ ସେମାନଙ୍କର ପ୍ରତିନିଧି ମାନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିଲା। ଏଗୁଡିକ ହେଲା – ରେଳବାଇ ନେଟୱର୍କର ଉନ୍ନତିକରଣ ପ୍ରସଙ୍ଗ, ଜନସାଧାରଣଙ୍କ ଆକାଂକ୍ଷା ଓ ଦାବି ଏବଂ ପୂର୍ବତଟ ରେଳପଥର କାର୍ଯ୍ୟ ପ୍ରଣାଳୀ ସମ୍ବନ୍ଧରେ ସମୀକ୍ଷା କରାଯାଇଥିଲା।

ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ପୂର୍ବତଟ ରେଳପଥ ରେଳମଣ୍ଡଳ ସ୍ତରୀୟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ଆସନ୍ନ ଅଙ୍ଗଚ୍ଛେଦକୁ ପ୍ରତିହତ କରି ରୋଗୀର ଗୋଡ଼କୁ ରକ୍ଷା କରିବାରେ ସଫଳ ହେଲେ ସମ୍ମମ ଡାକ୍ତର

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.