Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିପୁଳ ପଲିଥିନ ଜବତ, ଜରିମାନା ଆଦାୟ
ଆଞ୍ଚଳିକ

ବିପୁଳ ପଲିଥିନ ଜବତ, ଜରିମାନା ଆଦାୟ

November 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକା (ମାନସ ପୂର୍ଣ୍ଣ ଆଚାର୍ଯ୍ୟ): ଆସିକା ଏନ୍ ଏସି ପକ୍ଷରୁ ସ‌ହରାଞ୍ଚଳର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନରେ ଚଢ଼ଉ କରାଯାଇ ବିପୁଳ ପରିମାଣର ପଲିଥିନ ଜବତ କରାଯାଇ ଜରିମାନା ଆଦାୟ କରାଯାଇଛି। ରାଜ୍ୟ ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶ କ୍ରମେ ନଗରପାଳିକା ବିନେତା ସ୍ୱାଇଁଙ୍କ ପରାମର୍ଶ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଲୋକନାଥ ବେଜ୍‌ଙ୍କ ପ୍ରତ୍ୟକ୍ଷ ତ‌ତ୍ତ୍ୱାବଧାନରେ ବିଭାଗୀୟ କର୍ମଚାରୀ କିଶୋର ଚନ୍ଦ୍ର ପାଣିଗ୍ରାହୀ, ରାଜେନ୍ଦ୍ର କୁମାର ମିଶ୍ର, ପ୍ରକାଶ ନାୟକ, ପ୍ରମୋଦ ପ୍ରଧାନଙ୍କ ସମେତ ବହୁ କର୍ମଚାରୀ ଲକ୍ଷ୍ମୀବଜାର, କଳିଙ୍ଗ ରୋଡ୍, ବିଜୁ ପଟ୍ଟନାୟକ ଛକ ଅଞ୍ଚଳର ବିଭିନ୍ନ ଦୋକାନରେ ଚଢ଼ଉ କରି ପଲିଥିନ ଜବତ କରିବା ସହ ଜରିମାନା ବାବଦକୁ ଟଙ୍କା ଆଦାୟ କରାଯାଇଛି।

ଆଗାମୀ ଦିନରେ ଏହି ଚଢ଼ଉକୁ ଆହୁରି ବ୍ୟାପକ କରାଯିବ ବୋଲି ଶ୍ରୀ ବେଜ୍ କହିଛନ୍ତି। ପଲିଥିନ କଟକଣା ଯୋଗୁଁ ଖୁଚୁରା ବ୍ୟବସାୟୀମାନେ ଘୋର ଅସୁବିଧାର ସମ୍ମୁଖୀନ ହୋଇଥିବା ବେଳେ ଜରିମାନା ଭୟରେ ବହୁ ବ୍ୟବସାୟୀ ପଲିଥିନ ଆଣିବା ବନ୍ଦ କରିଦେଇଛନ୍ତି।

ଖୁଚୁରା ବ୍ୟବସାୟୀ ଜରିମାନା
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଭୁବନେଶ୍ବରରେ ପ୍ରଖ୍ୟାତ ଅଭିନେତ୍ରୀ କଙ୍ଗନା ରଣୱାତ, ମୁଖ୍ୟମନ୍ତ୍ରୀଙ୍କ ସହ ଦେଖିବେ ସିନେମା

June 5, 2026

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିରୁ ନାମାଙ୍କନ ଭରିଲେ ଦେବାଶିଷ ସାମନ୍ତରାୟ

June 5, 2026

ଦୁଇ-ତୃତୀୟାଂଶ ଲକ୍ଷ୍ୟରେ ଏନଡ଼ିଏ : ୨୪ ଆସନ ନିର୍ବାଚନରେ ବଦଳିବ କି ସଂସଦୀୟ ସମୀକରଣ?

June 5, 2026

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.