Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ: ବିଷ ପାନ କରି ଆତ୍ମହତ୍ୟା କଲେ ବୃଦ୍ଧ
ଆଞ୍ଚଳିକ

ନାଚୁଣୀ: ବିଷ ପାନ କରି ଆତ୍ମହତ୍ୟା କଲେ ବୃଦ୍ଧ

November 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାୟପୁର ଷ୍ଟିଲ୍ ପ୍ଲାଣ୍ଟ ଛାତ ଭୁଶୁଡ଼ି ୬ ଶ୍ରମିକଙ୍କ ମୃତ୍ୟୁ
ରାୟପୁର ଷ୍ଟିଲ୍ ପ୍ଲାଣ୍ଟ ଛାତ ଭୁଶୁଡ଼ି ୬ ଶ୍ରମିକଙ୍କ ମୃତ୍ୟୁ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକ ଅପମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଉକ୍ତ ଥାନା ଅନ୍ତର୍ଗତ ଖଜୁରିଆ ଗ୍ରାମର ବିଦେଶୀ ପ୍ରଧାନ (୭୮) ବିଷ ପାନ କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ପୋଲିସ ସୂଚନା ମୁତାବକ ବିଦେଶୀଙ୍କ ପତ୍ନୀ ହବିଷ ପାଇଁ ପୁରୀ ଯାଇଥିବା ବେଳେ ଗତକାଲି ବିଦେଶୀ ପତ୍ନୀଙ୍କୁ ଘରକୁ ଫେରି ଆସିବା ପାଇଁ ଜିଦି କରିଥିଲେ। ତେବେ ପତ୍ନୀ ନ ଆସିବାରୁ ରାଗରେ ବିଷପାନ କରିଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଗମ୍ଭାରୀମୁଣ୍ଡା ଏବଂ ପରେ ଟାଙ୍ଗୀ ମେଡିକାଲକୁ ନିଆଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଆଜି ନାଚୁଣୀ ପୋଲିସ ଶବ ଜବତ କରି କେସ ନମ୍ବର ୧୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ପଠାଇଦେଇଛି।

ଅପମୃତ୍ୟୁ ମାମଲା ଆତ୍ମହତ୍ୟା ନାଚୁଣୀ ନାଚୁଣୀ ଥାନା ବିଷ ପାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

October 14, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଛାତ୍ରନେତା ସେବା ମନୋଭାବ ରଖନ୍ତୁ: ମୁଖ୍ୟମନ୍ତ୍ରୀ

October 18, 2026

ନାକଟିଦେଉଳରେ ଗୁଳିବିଦ୍ଧ ଦନ୍ତାହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

October 18, 2026

ନୂଆ ରାଜ୍ୟପାଳଙ୍କୁ ସ୍ବାଗତ କରି ଏମିତି କାହିଁକି କହିଲେ କଂଗ୍ରେସ ସଭାପତି ଭକ୍ତ ଦାସ

October 18, 2026

ଗଞ୍ଜାମରେ ଚାଞ୍ଚଲ୍ୟ! ରାସ୍ତାକଡ଼ରୁ କନେଷ୍ଟବଳଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ମୃତ୍ୟୁକୁ ନେଇ ରହସ୍ୟ

October 18, 2026

୨୨ରୁ ଲଘୁଚାପ ସମ୍ଭାବନା, ଫିକା ପଡ଼ିବନି ପାର୍ବଣ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.