Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପ୍ରବାସୀ ଶ୍ରମିକଙ୍କ ନିମନ୍ତେ ସଚେତନତା ରଥର ଶୁଭାରମ୍ଭ
ଆଞ୍ଚଳିକ

ବାଣପୁର: ପ୍ରବାସୀ ଶ୍ରମିକଙ୍କ ନିମନ୍ତେ ସଚେତନତା ରଥର ଶୁଭାରମ୍ଭ

November 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଯୁଗ୍ମ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ, ଭୁବନେଶ୍ୱର ତରଫରୁ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଆନ୍ତଃ ରାଜ୍ୟ ପ୍ରବାସୀ ଶ୍ରମିକମାନଙ୍କ ଉଦ୍ଦେଶ୍ୟରେ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି। ଏହା ଖୋର୍ଦ୍ଧା ଜିଲ୍ଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଯୁଗ୍ମ ଶ୍ରମ ଆୟୁକ୍ତ ଭୁବନେଶ୍ଵର ପ୍ରଣବ କୁମାର ପାତ୍ର, ଖୋର୍ଦ୍ଧା ଜିଲ୍ଲା ଭାରପ୍ରାପ୍ତ ଶ୍ରମ ଅଧିକାରୀ ପ୍ରଭାକର ବିଶ୍ୱାଳ, ଭୁବନେଶ୍ଵର ସହକାରୀ ଶ୍ରମ ଅଧିକାରିଣୀ ରଶ୍ମିତା ପାତ୍ର ଏବଂ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀ ଚନ୍ଦନ ମାଝୀଙ୍କ ଉପସ୍ଥିତିରେ ଶୁଭାରମ୍ଭ ହୋଇଥିଲା।

ଏହି ସଚେତନତା ରଥ ଜିଲ୍ଲାର ସମସ୍ତ ପ୍ରବାସୀ ଶ୍ରମିକ ଭୁକ୍ତ ଅଞ୍ଚଳ ଯଥା ବାଣପୁର, ଚିଲିକା, ଟାଙ୍ଗୀ ଓ ବାଲୁଗାଁ ଅନ୍ତର୍ଗତ ଗ୍ରାମ ପଞ୍ଚାୟତ ଓ ସହରରେ ସଚେତନ କରାଇବ। ଏହା ସହିତ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ବିଭାଗ ତରଫରୁ ପ୍ରବାସୀ ଶ୍ରମିକ ମାନଙ୍କ ପାଇଁ ଉଦିଷ୍ଟ ଆଇନ୍ (ସୁବିଧା,ସୁଯୋଗ ଓ ଅଧିକାର) ବିଷୟରେ ମଧ୍ୟ ଅବଗତ କରାଇବ ବୋଲି ଜଣାପଡିଛି।

ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ଆଜି ହେଉଛି ନାଗ ପଞ୍ଚମୀ: ଜାଣନ୍ତୁ ଏହି ପୂଜା କ’ଣ ଏବଂ ଏହାର ବିଧିବିଧାନ?

August 17, 2026

ସାଂସଦ ଅଫଜଲ ଅନସାରୀଙ୍କୁ ବଡ଼ ଆଶ୍ୱସ୍ତି: ୧୨ କୋଟିର ଜବତ ସମ୍ପତ୍ତି ମୁକ୍ତ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

August 17, 2026

OCS Exam କଟକଣା ହଟିବା ପରେ ଆଶାୟୀଙ୍କ ଖୁସି, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଜଣାଇଲେ ଶୁଭେଚ୍ଛା

August 17, 2026

‘ଅତ୍ୟନ୍ତ ଭାବପ୍ରବଣ ଥିଲା’: ଦଳରୁ ଇସ୍ତଫା ପରେ ବିଜେପି ମୁଖପାତ୍ର ଶହଜାଦ ପୁନାୱାଲା

August 17, 2026

UGC-NET ପୁନଃପରୀକ୍ଷା ଉପରେ ପୁଣି ଉଠିଲା ପ୍ରଶ୍ନ: ଟାର୍ଗେଟ କଲେ ରାହୁଲ ଗାନ୍ଧୀ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.