Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ, ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଆଜିର ଖବର

ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ, ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

November 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ, ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର: ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କ ଜୟନ୍ତୀ ପାଳନ ଅବସରରେ ଆଜି ସକାଳେ ଏଜି ଛକସ୍ଥିତ ଶହୀଦଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ପ୍ରଦିପ କୁମାର ଅମାତ, ବିଧାୟକ ଶ୍ରୀ ପ୍ରଫୁଲ୍ଲ ସାମଲ ପ୍ରମୁଖ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶହୀଦଙ୍କ ସ୍ମୃତିଚାରଣ କରିଥିଲେ।

ସେହିପରି ଆଜି ପୂର୍ବାହ୍ନରେ ଶହୀଦ ଜୟୀ ରାଜଗୁରୁ ସ୍ମୃତି ପରିଷଦ, ଓଡ଼ିଶା ପକ୍ଷରୁ ସ୍ଥାନୀୟ ଜୟଦେବ ଭବନରେ ‘୧୮୦୪ ପାଇକ ବିଦ୍ରୋହ: ଜୟୀ ରାଜଗୁରୁଙ୍କ ଜୀବନୀ ଓ କାର୍ଯ୍ୟାବଳୀ’ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ଜୟୀ ରାଜଗୁରୁଙ୍କର ତ୍ୟାଗ ଓ ଦେଶପ୍ରେମ ଉପରେ ଆଲୋକପାତ କରିଥିଲେ ।

ଆଜି ସକାଳେ ଅନୁଷ୍ଠିତ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ସହକାରୀ ନିର୍ଦ୍ଦେଶକ (କ୍ଷେତ୍ର) ସୁଚେତା ପ୍ରିୟଦର୍ଶିନୀ, ସୂଚନା ଅଧିକାରୀ ସୌରଭ ନାୟକ, ପ୍ରମୋଦିନୀ ଟେଟେ, ଓଡ଼ିଆ ଭାଷା, ସାହତ୍ୟ ଓ ସଂସ୍କୃତି ବିଭାଗର କର୍ତ୍ତବ୍ୟରତ ସ୍ୱତନ୍ତ୍ର ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା, ସମାଜସେବୀ ବଦି୍ର ମିଶ୍ର, ପ୍ରବୀର ମହାନ୍ତି, ରମେଶ ଚନ୍ଦ୍ର ପାତାଳସିଂହ ପ୍ରମୁଖ ଉପସ୍ଥିତ ଥିଲେ।

ଶହୀଦ ଜୟୀ ରାଜଗୁରୁ
Share. Facebook Twitter LinkedIn Email WhatsApp Copy Link

Related Posts

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026

ଜିଲ୍ଲାପାଳଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବୈଠକ: ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ଉପରେ ଗୁରୁତ୍ଵ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.