Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ସିଲିଣ୍ଡରରୁ ଗ୍ୟାସ ଲିକ ହୋଇ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର
ଆଞ୍ଚଳିକ

ଚିଲିକା: ସିଲିଣ୍ଡରରୁ ଗ୍ୟାସ ଲିକ ହୋଇ ଜଳିଗଲା ଘର, ଅଳ୍ପକେ ବର୍ତ୍ତିଲେ ପରିବାର

November 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ସକାଳେ ଚିଲିକା ବ୍ଲକ ବଡକୁଳ ପଞ୍ଚାୟତ ଅନ୍ତର୍ଗତ ମହାନ୍ତି ସାହିର ଲୋକନାଥ ସାହୁଙ୍କ ଘରେ ଗ୍ୟାସ ଟାଙ୍କିରୁ ଗ୍ୟାସ ଲିକ ହୋଇ ଘର ଓ ଆସବାବପତ୍ର ସମ୍ପୁର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି।

ଖବର ମୁତାବକ ଆଜି ସକାଳେ ଲୋକନାଥଙ୍କ ସାନ ବୋହୁ ଅମୁଲି ସାହୁ ରୋଷେଇ କରିବାକୁ ଗ୍ୟାସ ଲଗାଇ ଥିବାବେଳେ ଗ୍ୟାସ ଟାଙ୍କି ଲିକ ହୋଇ ସଙ୍ଗେ ସଙ୍ଗେ ଚାରିଆଡେ ନିଆଁ ବ୍ୟାପି ଯାଇଥିଲା। ଜୀବନ ବିକଳରେ ଘରୁ ପରିବାର ବର୍ଗ ବାହାରକୁ ଚାଲିଆସିଥିଲେ।ନିଆଁ ଲାଗିଥିବା ଦେଖି ସାହି ବାସିନ୍ଦା ଆପ୍ରାଣ ଉଦ୍ୟମ କରିଥିଲେ ସୁଦ୍ଧା ଆୟତ୍ତ କରିପାରିନଥିଲେ।

ଖବର ପାଇ ବାଲୁଗାଁ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।ମାତ୍ର ନିଆଁ ଆୟତ୍ତ ହେଲାବେଳକୁ ଘର ଓ ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିଲା। ସର୍ବସାନ୍ତ୍ୱ ହୋଇଗଲା ପରେ ଶ୍ରୀ ସାହୁ ନିଜ ସ୍ତ୍ରୀ, ଦୁଇ ପୁଅ ବୋହୂ ଓ ନାତୁଣୀଙ୍କ ଭରଣପୋଷଣ ନେଇ ଚିନ୍ତାରେ ରହିଥିବା ବେଳେ ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ପକ୍ଷରୁ ଅନୁରୋଧ କରାଯାଇଛି।

ଗ୍ୟାସ ଲିକ ଚିଲିକା ବ୍ଲକ ବଡକୁଳ ପଞ୍ଚାୟତ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ବାଲୁଗାଁ ମା ଭଗବତୀ କଳାନିକେତନର ସଂଗୀତ ଓ ନୃତ୍ୟ ପରୀକ୍ଷା, କୃତି ପରୀକ୍ଷାର୍ଥୀଙ୍କୁ ପ୍ରମାଣପତ୍ର ପ୍ରଦାନ 

August 10, 2026

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026
Latest News

ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ: ଓଡ଼ିଶା ଏବଂ ଝାଡ଼ଖଣ୍ଡର ସାଂସଦମାନଙ୍କ ସହ କଥା ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

August 13, 2026

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.