Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବ୍ରହ୍ମପୁର ଓ କଟକ ଠାରୁ ପୁରୀକୁ ଜନସାଧାରଣ ସ୍ୱତନ୍ତ୍ର ଟ୍ରେନ
ଆଜିର ଖବର

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବ୍ରହ୍ମପୁର ଓ କଟକ ଠାରୁ ପୁରୀକୁ ଜନସାଧାରଣ ସ୍ୱତନ୍ତ୍ର ଟ୍ରେନ

November 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Bhubaneswar station
ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତାକୁ ଦ୍ୱିଗୁଣା କରିବା ପାଇଁ ଉନ୍ନତିକରଣ କାର୍ଯ୍ୟ

ଭୁବନେଶ୍ଵର: କାର୍ତ୍ତିକ ପୂର୍ଣ୍ଣିମାରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ବ୍ରହ୍ମପୁର ଓ ପୁରୀ ଠାରୁ ଅଣସଂରକ୍ଷିତ ଜନସାଧାରଣ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରାଇବା ପାଇଁ ନିଷ୍ପତ୍ତି ନିଆଯାଇ ଅଛି।

ବ୍ରହ୍ମପୁର – ପୁରୀ ସ୍ୱତନ୍ତ୍ର ଟ୍ରେନ:

08464/08463 ବ୍ରହ୍ମପୁର – ପୁରୀ -ବ୍ରହ୍ମପୁର ସ୍ୱତନ୍ତ୍ର ଟ୍ରେନ ବ୍ରହ୍ମପୁର ଠାରୁ ନଭେମ୍ବର 26 ତାରିଖ ରବିବାର ଦିନ ସନ୍ଧ୍ୟା 8ଘ.40ମି. ରେ ଛାଡି ପୁରୀ ଠାରେ ରାତ୍ରୀ 11ଘ.45ମି. ରେ ପହଞ୍ଚିବ। ଫେରିବା ମାର୍ଗରେ ଏହା ପୁରୀ ଠାରୁ ନଭେମ୍ବର 27 ତାରିଖ ସୋମବାର ଭୋର 5ଘ.30ମି. ରେ ପୁରୀ ଛାଡି ବ୍ରହ୍ମପୁର ଠାରେ ପୂର୍ବାହ୍ନ 8ଘ.35ମି. ରେ ପହଞ୍ଚିବ। ବ୍ରହ୍ମପୁର ଓ ପୁରୀ ମଧ୍ୟରେ ଏହା ସମସ୍ତ ଷ୍ଟେସନ ଓ ପାସେଞ୍ଜର ହଲ୍ଟ ଠାରେ ରହଣି କରିବ ଏବଂ ଖୋର୍ଦ୍ଧା ରୋଡ଼ ପରିବର୍ତ୍ତେ ଅରୁଗୁଳ – ହରିପୁର ଗ୍ରାମ ମାର୍ଗରେ ଯାତାୟାତ କରିବ।

କଟକ – ପୁରୀ – କଟକ ପାସେଞ୍ଜର ସ୍ପେଶାଲ:

08465/08466 କଟକ – ପୁରୀ -କଟକ ସ୍ୱତନ୍ତ୍ର ଟ୍ରେନ କଟକ ଠାରୁ ନଭେମ୍ବର 26 ତାରିଖ ରବିବାର ଦିନ ରାତ୍ରୀ 11ଘ.30ମି. ରେ ଛାଡି ପୁରୀ ଠାରେ ରାତ୍ରୀ 1ଘ.30ମି. ରେ ପହଞ୍ଚିବ।  ଫେରିବା ମାର୍ଗରେ ଏହା ପୁରୀ ଠାରୁ ନଭେମ୍ବର 27 ତାରିଖ ସୋମବାର ପୂର୍ବାହ୍ନ 9ଘ.30ମି. ରେ ପୁରୀ ଛାଡି କଟକ ଠାରେ ପୂର୍ବାହ୍ନ 11ଘ.30ମି. ରେ ପହଞ୍ଚିବ। କଟକ ଓ ପୁରୀ ମଧ୍ୟରେ ଏହା ସମସ୍ତ ଷ୍ଟେସନ ଓ ପାସେଞ୍ଜର ହଲ୍ଟ ଠାରେ ରହଣି କରିବ।

ପୁରୀ – ବ୍ରହ୍ମପୁର ସ୍ପେଶାଲ:

08481 ପୁରୀ – ବ୍ରହ୍ମପୁର ସ୍ୱତନ୍ତ୍ର ଟ୍ରେନ ପୁରୀ ଠାରୁ ନଭେମ୍ବର 27 ତାରିଖ ସୋମବାର ଦିନ ସନ୍ଧ୍ୟା 6ଘ.30ମି. ରେ ଛାଡି ବ୍ରହ୍ମପୁର ଠାରେ ରାତ୍ରୀ 9ଘ.39ମି. ରେ ପହଞ୍ଚିବ। ପୁରୀ ଓ ବ୍ରହ୍ମପୁର ମଧ୍ୟରେ ଏହା ସମସ୍ତ ଷ୍ଟେସନ ଓ ପାସେଞ୍ଜର ହଲ୍ଟ ଠାରେ ରହଣି କରିବ ଏବଂ ଖୋର୍ଦ୍ଧା ରୋଡ଼ ପରିବର୍ତ୍ତେ ଅରୁଗୁଳ – ହରିପୁର ଗ୍ରାମ ମାର୍ଗରେ ଯାତାୟାତ କରିବ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.