Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଚାଷଙ୍ଗରାରେ ଶେଷ ହେଲା ଅଷ୍ଟପ୍ରହରୀ ନାମଯଜ୍ଞ, ବହୁ ଭକ୍ତଙ୍କ ସମାଗମ
ଆଞ୍ଚଳିକ

ବାଲୁଗାଁ ଚାଷଙ୍ଗରାରେ ଶେଷ ହେଲା ଅଷ୍ଟପ୍ରହରୀ ନାମଯଜ୍ଞ, ବହୁ ଭକ୍ତଙ୍କ ସମାଗମ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ଚାଲିଥିବା ଅଷ୍ଟପ୍ରହରୀ ନାମଯଜ୍ଞ ଆଜି ଶେଷ ହୋଇଛି। ଆଜି ଭୋରରୁ ନାମଜପ ଶେଷ ହେବା ପରେ ନଗର କୀର୍ତ୍ତନ ପରିବେଷଣ କରାଯାଇଥିଲା। ଏଥିରେ କୁନି କଳାକାରମାନେ ବିଭିନ୍ନ ବେଶ ହୋଇ ନଗର ପରିକ୍ରମା କରିଥିଲେ। ଏହାପରେ କଳସ ବିସର୍ଜନ କରାଯାଇଥିଲା। ଏହି ଉପଲକ୍ଷେ ଚାଷଙ୍ଗରା ଗ୍ରାମ ତରଫରୁ ହଜାର ହଜାର ଭକ୍ତଙ୍କୁ ପ୍ରସାଦ ସେବନ ବ୍ୟବସ୍ଥା କରାଯାଇଥିଲା।

ଗତ ଶୁକ୍ରବାରଠାରୁ ଏହି ଅଷ୍ଟପ୍ରହରୀ ନାମ ଯଜ୍ଞ ଆରମ୍ଭ କରାଯାଇଥିଲା। ସେଦିନ ଅଧିବାସ କରାଯାଇ ଭୋରରୁ ନାମ ଧରାଯାଇଥିଲା। ଏଥିରେ ଚାଷଙ୍ଗରା ଗ୍ରାମରୁ ଦୁଇଟି ଦଳ ସହିତ ମୋଟ ଆଠଟି ଦଳ ନାମ ସଂକୀର୍ତ୍ତିନ ପରିବେଷଣ କରିଥିଲେ। ଚାଷଙ୍ଗରା ଗ୍ରାମରେ ଦୀର୍ଘ ବର୍ଷ ଧରି ଏହି ଅଷ୍ଟପ୍ରହରୀ ନାମଯଜ୍ଞ କରାଯାଇ ଆସୁଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ଆଜି ଅକ୍ଟୋବର ୬ ତାରିଖରେ ସତର୍କ ରୁହନ୍ତୁ ଏହି ରାଶିର ବ୍ୟକ୍ତି

October 6, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026
Latest News

ଏସିବିସିଙ୍କୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ନିଷ୍ପତ୍ତି : ଗଠନ ହେବ କମିଶନ

October 8, 2026

ଓଡ଼ିଶା ବନ୍ଦ ସତ୍ତ୍ୱେ ହେବ D.El.Ed ପରୀକ୍ଷା, ସ୍ପଷ୍ଟ କଲେ ବୋର୍ଡ ସଭାପତି

October 8, 2026

ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼?

October 7, 2026

ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ: ଛାତ୍ର ସଂସଦ ନିର୍ବାଚନର ସୁପରିଚାଳନାକୁ ସୁନିଶ୍ଚିତ କର

October 7, 2026

କଟକରେ ମହିଳାଙ୍କୁ ବିଭତ୍ସ ହତ୍ୟା: ମୁଣ୍ଡ ଲଣ୍ଡା କରି ଇଟାରେ ଛେଚିଲେ ଦୁର୍ବୃତ୍ତ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.