Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ
ଆଞ୍ଚଳିକ

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଶାଖା ତରଫରୁ ଆଜି ଏନ୍ ସି ସି ଦିବସ ପାଳିତ ହୋଇଯାଇଛି। କ୍ୟାପଟେନ ଡ଼ ଗୁରୁକିଶୋର ନାୟକଙ୍କ ନେତୃତ୍ୱରେ ପରିଚାଳିତ ଏହି ଉତ୍ସବରେ ଯୋଗଦେଇ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ପତାକା ଉତ୍ତୋଳନ କରି କ୍ୟାଡେଟମାନଙ୍କୁ ଆଜି ଦିବସର ଗୁରୁତ୍ୱ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ।

ପ୍ରଶାସନିକ ଅଧିକାରୀ ଡ଼ ଏସ୍ ପି ଏନ୍ ଏସ୍ ବର୍ମା, ଯୁକ୍ତ ଦୁଇର ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର, ଅଧ୍ୟାପକ ଆଦିତ୍ୟ ସାରଥୀ ବେଦମତ୍ତା ମଧ୍ୟ ନିଜ ନିଜର ଅଭିମତ ପ୍ରଦାନ କରିଥିଲେ। ଏଥିରେ ମହାବିଦ୍ୟାଳୟର କ୍ୟାଡେଟ ମାନଙ୍କ ଦ୍ଵାରା ପ୍ୟାରେଡ ପ୍ରଦର୍ଶନ କରାଯାଇଥିଲା। ଅନୁରୂପ ଭାବେ ଆଜି ବାଲୁଗାଁ କଲେଜ ପରିସରରେ ମଧ୍ୟ ଏନ୍ ସି ସି ଦିବସ ପାଳିତ ହୋଇଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ମେକାପ ସେବକଙ୍କ ବିରୋଧରେ ଆକ୍ସନ

May 20, 2026

ଭଦ୍ରକ ଜିଲ୍ଲାରେ ଆସନ୍ତା ୩୧ ପର୍ଯ୍ୟନ୍ତ ଅଙ୍ଗନବାଡି ବନ୍ଦ

May 20, 2026

ଦୀର୍ଘ ୫୯ ବର୍ଷ ପରେ ତାମିଲନାଡୁ କ୍ୟାବିନେଟରେ କଂଗ୍ରେସ

May 20, 2026

ଯୁକ୍ତ ଦୁଇ ରେଜଲ୍ଟ : ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ

May 20, 2026

୧୦ଟି ପ୍ରସ୍ତାବକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ

May 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.