Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରାଖଣ୍ଡ ଟନେଲ ସାଇଟରେ ପହଞ୍ଚିଲା ପିଏମଓ ଟିମ୍
ଆଜିର ଖବର

ଉତ୍ତରାଖଣ୍ଡ ଟନେଲ ସାଇଟରେ ପହଞ୍ଚିଲା ପିଏମଓ ଟିମ୍

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରାଖଣ୍ଡ ଟନେଲରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଚାଲିଛି। ଏହି ସମ୍ପୂର୍ଣ୍ଣ ଅପରେସନକୁ ଅନୁଧ୍ୟାନ କରିବା ପାଇଁ ଆଜି ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ଶାସନ ସଚିବ ଡକ୍ଟର ପି.କେ ମିଶ୍ର, ଗୃହ ସଚିବ ଅଜୟ କୁମାର ଭଲ୍ଲା, ଉତ୍ତରାଖଣ୍ଡର ମୁଖ୍ୟ ଶାସନ ସଚିବ ସୁଖବୀର ସିଂ ସାନ୍ଧୁ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହି ସୂଚନା ଉତ୍ତରାଖଣ୍ଡ ସରକାରୀ ସଚିବ ନୀରଜ ଖୈରୱାଲ ପ୍ରଦାନ କରିଛନ୍ତି।

ଉତ୍ତରପ୍ରଦେଶ ଟନେଲ ପ୍ରସଙ୍ଗରେ କେନ୍ଦ୍ର ସରକାର ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ସଦସ୍ୟ ଲେଫ୍ଟ ଜେନେରାଲ (ଅବସରପ୍ରାପ୍ତ) ସୟଦ ଅତା ହସନେନ କହିଛନ୍ତି ଯେ, ସବୁକିଛି ଠିକ ଅଛି। ଖାଦ୍ୟ, ପାନୀୟ ଏବଂ ଔଷଧ ସବୁ ଭିତରକୁ ଯାଉଛି।

ମାନସିକ ସ୍ୱାସ୍ଥ୍ୟର ଯତ୍ନ ନିଆଯାଉଛି:

ସୟଦ ଅତା ହସନେନ କହିଛନ୍ତି ଯେ, ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଆଯାଉଛି। ତାଙ୍କ ପରିବାର ସହ କଥା ହେବା ପାଇଁ ତାଙ୍କୁ ପ୍ରସ୍ତୁତ କରାଯାଉଛି। ସୁରକ୍ଷା ପ୍ରତି ବିଶେଷ ଧ୍ୟାନ ଦିଆଯାଉଛି। ଆବଶ୍ୟକତା ଅନୁଯାୟୀ ନୂତନ ମେସିନ୍ ମଧ୍ୟ ଅଣାଯାଉଛି।

‘ବର୍ଷା ହେତୁ କୌଣସି ବିଶେଷ ପ୍ରଭାବ ପଡ଼ିବ ନାହିଁ’:

ସେ କହିଛନ୍ତି ଯେ, ବର୍ଷା ହେବାର ସମ୍ଭାବନା ଅଛି। କିନ୍ତୁ ଏହାର ଅଧିକ ପ୍ରଭାବ ପଡ଼ିବ ନାହିଁ। ମୁଁ ଆପଣଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ, ଆମର ସମସ୍ତ ଭାଇ ନିରାପଦରେ ବାହାରକୁ ଆସିବେ। ସମସ୍ତଙ୍କ ସ୍ୱାସ୍ଥ୍ୟ ଉପରେ ନିରନ୍ତର ନଜର ରଖାଯାଉଛି। ସେମାନଙ୍କୁ ବାହାର କରିବା ପାଇଁ ଆମେ ଯେକୌଣସି ଏଜେନ୍ସିର ସାହାଯ୍ୟ ନେବାକୁ ପ୍ରସ୍ତୁତ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026

ବିସ୍ତୃତ ରାଶିଫଳ: ଜୁନ ୨୦ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ପାଇଁ ରହିଛି ଧନ ବର୍ଷା

June 20, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026
Latest News

ଆଜିଠାରୁ ITEP ପାଠ୍ୟକ୍ରମ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ: ଜାଣନ୍ତୁ ସବୁକିଛି

June 20, 2026

ବିସ୍ତୃତ ରାଶିଫଳ: ଜୁନ ୨୦ ତାରିଖ ଶନିବାରରେ ପାଞ୍ଚୋଟି ରାଶିର ପାଇଁ ରହିଛି ଧନ ବର୍ଷା

June 20, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା : ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ୍ କଲା ପୋଲିସ

June 20, 2026

ଯୁକ୍ତ ୩ ନାମଲେଖା ପାଇଁ ବଢ଼ିଲା ସିଟ୍ 

June 20, 2026

ପିଏମ ଆବାସ ହିତାଧିକାରୀଙ୍କୁ ବଡ ଆଶ୍ଵସ୍ତି

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.