Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶାଳିଆ ନଦୀରେ ବୁଡି ଯୁବକଙ୍କ ପ୍ରାଣହାନୀ
ଆଞ୍ଚଳିକ

ବାଣପୁର: ଶାଳିଆ ନଦୀରେ ବୁଡି ଯୁବକଙ୍କ ପ୍ରାଣହାନୀ

November 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନଦୀରେ ବୁଡ଼ି ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ ପ୍ରତାପ ଗ୍ରାମର ଭିକାରି ଚରଣ ବେହେରାଙ୍କ ପୁତ୍ର ନାରାୟଣ ବେହେରା (୩୮) ବୋଲି ଜଣାପଡିଛି।

ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ନାରାୟଣ ଶାଳିଆ ନଦୀ ଅତିକ୍ରମ କରି ନିଜ ବିଲକୁ ଯାଉଥିବା ବେଳେ ନଦୀରେ ତାଙ୍କ ଗୋଡ଼ ଖସିଯାଇଥିଲା ଏବଂ ସେ ବୁଡ଼ି ଯାଇଥିଲେ। ଏ ନେଇ ସ୍ଥାନୀୟବାସି ଦେଖିବା ପରେ ତାଙ୍କୁ ନଦୀରୁ ଉଦ୍ଧାର କରି ଏକ ବାଇକ ଯୋଗେ ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିତିହଲେ।

ଏ ନେଇ ବାଣପୁର ପୋଲିସ କେସ ନମ୍ବର ୨୨/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଦେଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଜିମ୍‌ରେ ଝାଳ, ହୃଦୟରେ ବିପଦ? ICMR ଅଧ୍ୟୟନରେ ଖୋଲିଲା ବିପଦର ରହସ୍ୟ

September 4, 2026

ତୀର୍ଥରୁ ସମୁଦ୍ରତଟ, ସଂସ୍କୃତିରୁ ଆଧ୍ୟାତ୍ମିକତା: ରେଳପଥରେ ଦକ୍ଷିଣ ଭାରତ ଯାତ୍ରା

September 4, 2026

ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

September 4, 2026

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.