Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଏସଆଇ ଏବଂ ଏଏସଆଇ ସ୍ତରରେ ଅଦଳବଦଳ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଏସଆଇ ଏବଂ ଏଏସଆଇ ସ୍ତରରେ ଅଦଳବଦଳ

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପୋଲିସ ଏସଆଇ ଏବଂ ଏଏସଆଇ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ନାଭାଲ ଫାଣ୍ଡି ଅଧିକାରୀ ଦିଲ୍ଲୀପ ସାହୁଙ୍କ ଜଙ୍କିଆ ଥାନା, ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ ବିଚିତ୍ରାନନ୍ଦ ପରିଡ଼ାଙ୍କ ବାଙ୍କୋଇ ଫାଣ୍ଡି ଅଧିକାରୀ, ବାଙ୍କୋଇ ଫାଣ୍ଡି ଏସଆଇ ସଂଗ୍ରାମ କେଶରୀ ପାଇକରାୟଙ୍କ ଭୂଷଣ୍ଡପୁର ଫାଣ୍ଡି ଅଧିକାରୀ,ସଦର ଥାନା ଏସଆଇ ଜୟନ୍ତ କୁମାର ଭଟ୍ଟଙ୍କ ନିରାକାରପୁର ଥାନାକୁ ବଦଳି ହୋଇଛି।

ସେହିପରି ନିରାକାରପୁର ଥାନା ଏସଆଈ ବସନ୍ତ ପଟ୍ଟନାୟକଙ୍କ ଖୋର୍ଦ୍ଧା ସଦର ଥାନା,ଟାଙ୍ଗୀ ଥାନା ଏସଆଈ ସୁଜାତା ପଲାଇଙ୍କ ନିରାକାରପୁର ଥାନା, ନିରାକାରପୁର ଥାନା ଏସଆଈ ଦିପାଲିଶା ନାୟକଙ୍କ ଟାଙ୍ଗୀ ଥାନା, ବାଣପୁର ଥାନା ଏସଆଈ ରବୀନ୍ଦ୍ରନାଥ ଗୌଡ଼ଙ୍କ ନାଭାଲ ଫାଣ୍ଡି ଅଧିକାରୀ, ଟାଉନ ଥାନା ଏସଆଈ ସସ୍ମିତା ବେହେରାଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା, ବେଗୁନିଆ ଥାନା ଏଏସଆଈ ଅନିରୁଦ୍ଧ ସାମନ୍ତରାୟଙ୍କ କୁହୁଡି ଫାଣ୍ଡି, ବୋଲଗଡ଼ ଥାନା ଏଏସଆଈ ଅକ୍ଷୟ କୁମାର ସେଠିଙ୍କ ନାଚୁଣୀ ଥାନା ଏବଂ ଆର.ଓ ଏଏସଆଈ ଚତୁର୍ଭୁଜ ସେଠିଙ୍କ ଟାଉନ ଥାନାକୁ ବଦଳି ହୋଇଛି।

ସମସ୍ତ ଅଧିକାରୀମାନଙ୍କୁ ତୁରନ୍ତ ସେମାନଙ୍କ ନୂତନ ସ୍ଥାନରେ ଯୋଗଦେବା ପାଇଁ ଏସପି ସିଦ୍ଧାର୍ଥ କଟାରିଆ ନିର୍ଦ୍ଦେଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Latest News

PM Maan Ki Baat: ବିଶ୍ବର ଯୁଦ୍ଧ ପରିସ୍ଥିତିକୁ ମୁକାବିଲା କରିବାକୁ ମନ କୀ ବାତ୍ ରେ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

March 29, 2026

ବିଜେପିରେ କାହିଁକି ଯୋଗ ଦେଉଛନ୍ତି କଂଗ୍ରେସ ନେତା?: କାରଣ କହିଲେ ରାହୁଲ ଗାନ୍ଧୀଙ୍କ ସହଯୋଗୀ

March 29, 2026

ଆସନ୍ତା ୩ ଯାଏଁ ଜାରି ରହିବ କାଳବୈଶାଖୀ ପ୍ରକୋପ: ଏହି ଜିଲ୍ଲାଗୁଡିକରେ ବଜ୍ରପାତ ସହ ବର୍ଷା ଆଶଙ୍କା

March 29, 2026

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.