Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଠୁଆ ଧର୍ଷଣ ଓ ହତ୍ୟା ମାମଲା : 6 ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
ଆଜିର ଖବର

କଠୁଆ ଧର୍ଷଣ ଓ ହତ୍ୟା ମାମଲା : 6 ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
KATHUA RAPE VERDICT
KATHUA RAPE VERDICT

ଜମ୍ମୁ କାଶ୍ମୀରର କଠୁଆରେ 8 ବର୍ଷୀୟ ବାଳିକାର ଧର୍ଷଣ ଓ ହତ୍ୟା ମାମଲାରେ କୋର୍ଟ 6 ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ପଠାନକୋର୍ଟର ତଳ କୋର୍ଟରେ ଏହି ନିଷ୍ପତ୍ତି ଶୁଣାଇଛନ୍ତି । 7 ଅଭିଯୁକ୍ତଙ୍କ ମଧ୍ୟରୁ 6 ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି । କୋର୍ଟଙ୍କ ନିକଟରେ ଦାଖଲ କରାଯାଇଥିବା 15 ପୃଷ୍ଠାର ଚାର୍ଜସିଟ୍‌ରେ ଗତ ବର୍ଷ ଜାନୁୟାରୀ 10 ତାରିଖରେ କଠୁଆରେ 8 ବର୍ଷୀୟ ବାଳିକାକୁ ମନ୍ଦିର ମଧ୍ୟରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଚାରି ଦିନ ଧରି ବାଳିକାଟିକୁ ନିଶାସକ୍ତ ଅବସ୍ଥାରେ ରଖି ଦୁଷ୍କର୍ମ କରାଯାଇଥିଲା । ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଗ୍ରାମ ମୁଖିଆ ସଞ୍ଜି ରାମ ଏବଂ ତାଙ୍କ ପୁତ୍ର ବିଶାଲ, ନାବାଳକ ପୁତୁରା ଏବଂ ଆନନ୍ଦ ଦତ୍ତାଙ୍କ ସମେତ 3 ପୋଲିସ୍‌ ଅଧିକାରୀଙ୍କୁ ଗିରଫ କରା ଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ- ଜିମ୍ବାୱେ ଅନ୍ତିମ ଟି-୨୦ ମ୍ୟାଚ: ଟିମ ଇଣ୍ଡିଆର ପରିବର୍ତ୍ତନ ସମ୍ଭବ

July 26, 2026

କନଫର୍ମ ହୋଇନାହିଁ କି ଟ୍ରେନ ଟିକେଟ?: ଚେଷ୍ଟା କରନ୍ତୁ ଏହି ଗୁପ୍ତ କୌଶଳ

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026
Latest News

ଆଜି ଭାରତ- ଜିମ୍ବାୱେ ଅନ୍ତିମ ଟି-୨୦ ମ୍ୟାଚ: ଟିମ ଇଣ୍ଡିଆର ପରିବର୍ତ୍ତନ ସମ୍ଭବ

July 26, 2026

କନଫର୍ମ ହୋଇନାହିଁ କି ଟ୍ରେନ ଟିକେଟ?: ଚେଷ୍ଟା କରନ୍ତୁ ଏହି ଗୁପ୍ତ କୌଶଳ

July 26, 2026

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଦେଶକୁ ମିଳିଲା ନୂତନ ଶିକ୍ଷା ମନ୍ତ୍ରୀ: ଦାୟିତ୍ଵ ଗ୍ରହଣ କଲେ ପ୍ରହଲ୍ଲାଦ ଯୋଶୀ

July 26, 2026

ଉନ୍ନତ ବୈଶିଷ୍ଟ୍ୟ ଏବଂ ୧୫୧ କିମି ରେଞ୍ଜ: ବଜାରକୁ ଆସିଲା ହୋଣ୍ଡାର ଏହି ସ୍କୁଟର

July 26, 2026

‘ଛାତ୍ରଛାତ୍ରୀମାନଙ୍କୁ ହତ୍ୟା କରିବାକୁ କିଏ ନିର୍ଦ୍ଦେଶ ଦେଇଥିଲା?’: ରାହୁଲ ଗାନ୍ଧୀଙ୍କ ଗୃହମନ୍ତ୍ରୀଙ୍କୁ ଚିଠି

July 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.