Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ୍‌ : 14 ଆତଙ୍କୀ ମୃତ
ଆଜିର ଖବର

ଆଫଗାନିସ୍ତାନରେ ଏୟାର ଷ୍ଟ୍ରାଇକ୍‌ : 14 ଆତଙ୍କୀ ମୃତ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
air strike kills 14 in afghanistan
air strike kills 14 in afghanistan

ଆଫଗାନିସ୍ତାନରେ ଏକ ଏୟାର ଷ୍ଟ୍ରାଇକ୍‌ରେ 14 ଆତଙ୍କୀ ପ୍ରାଣ ହରାଇଛନ୍ତି । ସୋମବାର ଘଟିଥିବା ଏହି ବିମାନ ଆକ୍ରମଣ ଉରୁଜ୍‌ଗାନ୍‌ ପ୍ରଦେଶରେ ସଂଗଠିତ ହୋଇଥିଲା । ସେନା ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ବିଗତ 24 ଘଣ୍ଟା ମଧ୍ୟରେ ସେନା ପକ୍ଷରୁ ଏୟାର ଷ୍ଟ୍ରାଇକ୍‌ କରାଯିବାରୁ 14 ଆତଙ୍କବାଦୀ ନିହତ ଏବଂ 3 ଜଣ ଆହତ ହୋଇଛନ୍ତି । ଆତଙ୍କୀ ମାନେ ଲୁଚି ରହିଥିବା ସ୍ଥାନକୁ ଆକ୍ରମଣରେ ନଷ୍ଟ କରି ଦିଆଯାଇଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେଲା ଓଡ଼ିଶା ପ୍ରୋ-ଟି ୨୦ ଲିଗ୍

September 19, 2025

ସେପ୍ଟେମ୍ବର ୧୯ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 19, 2025

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025
Latest News

ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେଲା ଓଡ଼ିଶା ପ୍ରୋ-ଟି ୨୦ ଲିଗ୍

September 19, 2025

ବାଣପୁର: ହଳନ୍ଦା ଗ୍ରାମରେ ଆସ ସ୍କୁଲ ଯିବା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ 

September 19, 2025

ସେପ୍ଟେମ୍ବର ୧୯ ତାରିଖ ଶୁକ୍ରବାରରେ ସାତୋଟି ରାଶି ପାଇଁ ରହିଛି ଭଲ ଖବର, ଜାଣନ୍ତୁ ରାଶିଫଳ

September 19, 2025

ଆଫଗାନିସ୍ତାନର ସ୍ଵପ୍ନ ଧୂଳିସାତ: ବାଂଲାଦେଶକୁ ସୁପର ଫୋର୍ ରେ ପହଞ୍ଚାଇଲା ଶ୍ରୀଲଙ୍କା

September 19, 2025

ଶୁଭମିତ୍ରା ସାହୁଙ୍କ ପାଇଁ ନ୍ୟାୟ ଦାବିରେ ମହିଳା କଂଗ୍ରେସ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

September 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.