Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହୁ ଚର୍ଚ୍ଚିତ କଠୁଆ ଗଣଦୁର୍ଷ୍କମ ମାମଲା : ତିନିଜଣଙ୍କୁ ଆଜୀବନ ଓ ଆଉ ତିନିଜଣଙ୍କୁ ୫ ବର୍ଷ ଲେଖାଏଁ କାରାଦଣ୍ଡାଦେଶ
ଆଜିର ଖବର

ବହୁ ଚର୍ଚ୍ଚିତ କଠୁଆ ଗଣଦୁର୍ଷ୍କମ ମାମଲା : ତିନିଜଣଙ୍କୁ ଆଜୀବନ ଓ ଆଉ ତିନିଜଣଙ୍କୁ ୫ ବର୍ଷ ଲେଖାଏଁ କାରାଦଣ୍ଡାଦେଶ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
3 Guilty Of Kathua 8-Year-Old's Rape, Murder Get Life Sentence:
3 Guilty Of Kathua 8-Year-Old's Rape, Murder Get Life Sentence:

ଜମ୍ମୁ କାଶ୍ମୀରର କଠୁଆରେ ୮ ବର୍ଷୀୟ ବାଳିକାର ଦୁଷ୍କର୍ମ ଓ ହତ୍ୟା ମାମଲାରେ କୋର୍ଟ ୬ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଥିଲା । ପଠାନକୋର୍ଟର ତଳ କୋର୍ଟରେ ଏହି ନିଷ୍ପତ୍ତି ଶୁଣାଇଛନ୍ତି । ୭ ଅଭିଯୁକ୍ତଙ୍କ ମଧ୍ୟରୁ ୬ଜଣଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏହି ଦୋଷୀମାନଙ୍କ ମଧ୍ୟରୁ ତିନିଜଣଙ୍କୁ ଆଜୀବନ କାରାଦଣ୍ଡ ଓ ଅନ୍ୟ ତିନିଜଣଙ୍କୁ ୫ ବର୍ଷ ଲେଖାଏଁ କାରାଦଣ୍ଡର ଦଣ୍ଡାଦେଶ ଦିଆଯାଇଛି । ତିଲକରାଜ୍ ସାଞ୍ଜିରାମ୍‌, ପାରଭିସ୍‌ କୁମାର୍‌ ଦୀପକ୍‌ ଖାଜୁରିଆଙ୍କୁ ଆଜୀବନ କାରାଦଣ୍ଡ ସହ ୧ଲକ୍ଷ ଟଙ୍କାର ଜୋରିମାନାର ଆଦେଶ ଦିଆଯାଇଥିବାବେଳେ ଅନ୍ୟ ତିନିଜଣ ତିଲକରାଜ୍‌, ଆନନ୍ଦ ଦତ୍ତ, ସୁରେନ୍ଦ୍ର ବର୍ମାଙ୍କୁ ୫ ବର୍ଷ ଲେଖାଏଁ କାରାଦଣ୍ଡାଦେଶ ସହ ୫୦,୦୦୦ଟଙ୍କା ଜୋରିମାନା ପାଇଁ ଆଦେଶ ଦିଆଯାଇଛି। କୋର୍ଟଙ୍କ ନିକଟରେ ଦାଖଲ କରାଯାଇଥିବା ୧୫ ପୃଷ୍ଠାର ଚାର୍ଜସିଟ୍‌ରେ ଗତ ବର୍ଷ ଜାନୁୟାରୀ ୧୦ ତାରିଖରେ କଠୁଆରେ ୮ବର୍ଷୀୟ ବାଳିକାକୁ ମନ୍ଦିର ମଧ୍ୟରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଚାରି ଦିନ ଧରି ବାଳିକାଟିକୁ ନିଶାସକ୍ତ ଅବସ୍ଥାରେ ରଖି ଦୁଷ୍କର୍ମ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.