Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ୍‌ ଅଲ୍ଲୀ ଜର୍ଦ୍ଦାରୀ ଗିରଫ
ଆଜିର ଖବର

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ୍‌ ଅଲ୍ଲୀ ଜର୍ଦ୍ଦାରୀ ଗିରଫ

June 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Former Pakistani president Asif Ali Zardari arrested
Former Pakistani president Asif Ali Zardari arrested

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଆସିଫ୍‌ ଅଲ୍ଲୀ ଜର୍ଦ୍ଦାରୀ ଗିରଫ । ଜର୍ଦ୍ଦାରୀଙ୍କ ଗିରଫଦାରୀକୁ ନେଇ ପାକିସ୍ତାନ ଗଣମାଧ୍ୟମରେ ସୂଚନା ଦେଇଛି । ମିଥ୍ୟା ବ୍ୟାଙ୍କ୍ ଆକାଉଣ୍ଟ ମାମଲାରେ ଗିରଫ ହୋଇଛନ୍ତି ଜର୍ଦ୍ଦାରୀ । ଇସଲାମବାଦରୁ ନ୍ୟାସନାଲ୍‌ ଆକାଉଣ୍ଟବିଲିଟି ବ୍ୟୁରୋ ତାଙ୍କୁ ଗିରଫ କରିଛି । ଜର୍ଦ୍ଦାରୀଙ୍କ ନାମରେ ସାଢେ ଚାରି ବିଲିଅନ ପାକିସ୍ତାନୀ ଟଙ୍କାର ମାମଲା ରହିଥିଲା । ମଙ୍ଗଳବାର ଦିନ ଜର୍ଦ୍ଦାରୀଙ୍କୁ ଅଦାଲତରେ ପେଶ୍‌ କରାଯିବ । ଗିରଫଦାରୀରୁ ବର୍ତ୍ତିବା ପାଇଁ ଜର୍ଦ୍ଦାରି ଇସ୍‌ଲାମାବାଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ କୋର୍ଟ ତାଙ୍କ ଆବେଦନକୁ ଖାରଜ କରିଦେଇଥିଲେ। ଏହି ଭ୍ରଷ୍ଟାଚାର ମାମଲାରେ ଜର୍ଦ୍ଦାରିଙ୍କ ସମେତ ତାଙ୍କ ଭଉଣୀ ଫରୟାଲ ତଲପୁର ମଧ୍ୟ ସାମିଲ ଅଛନ୍ତି। ତେବେ ସେ ଏଯାଏ ଗିରଫ ହୋଇନାହାନ୍ତି। ଜର୍ଦ୍ଦାରି ଓ ତାଙ୍କ ଭଉଣୀ ଏକ ନକଲି ବ୍ୟାଙ୍କ ଆକାଉଣ୍ଟ ଜରିଆରେ ପ୍ରାୟ ୧୫୦ ମିଲିୟନ ଟଙ୍କା ପାକିସ୍ତାନରୁ ବିଦେଶକୁ ପଠାଇଥିବା ସାମ୍ନାକୁ ଆସିଛି।  ଜର୍ଦ୍ଦାରି ପାକିସ୍ତାନର ୧୧ତମ ରାଷ୍ଟ୍ରପତି। ସେ ୨୦୦୮ ମସିହା ସେପ୍ଟେମ୍ବର ୮ରୁ ୨୦୧୩ ମସିହା ସେପ୍ଟେମ୍ବର ୧୩ ଯାଏ କାର୍ଯ୍ୟ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Latest News

ଏନ୍ଏସଜିର ଜାତୀୟ ଆଇଇଡି ତଥ୍ୟ ପରିଚାଳନା ବ୍ୟବସ୍ଥାର ଉଦଘାଟନ କଲେ ଅମିତ ଶାହ

January 9, 2026

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.