Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଓ ପକ୍ଷରୁ ୩ଟି ନୂଆ “ଜିଓଟିଭି ପ୍ରିମିୟମ ପ୍ଲାନ୍‌’ ଉନ୍ମୋଚିତ; ପ୍ଲାନ୍ ସହ ଉପଲବ୍ଧ ହେବ ଓଟିଟି ଆପ୍ ସବ୍‌ସ୍କ୍ରିପ୍‌ସନ୍‌
ଆଜିର ଖବର

ଜିଓ ପକ୍ଷରୁ ୩ଟି ନୂଆ “ଜିଓଟିଭି ପ୍ରିମିୟମ ପ୍ଲାନ୍‌’ ଉନ୍ମୋଚିତ; ପ୍ଲାନ୍ ସହ ଉପଲବ୍ଧ ହେବ ଓଟିଟି ଆପ୍ ସବ୍‌ସ୍କ୍ରିପ୍‌ସନ୍‌

December 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୂଆବର୍ଷ ପୂର୍ବରୁ ଜିଓ ନିଜ ଗ୍ରାହକଙ୍କ ପାଇଁ ମନୋରଞ୍ଜନର ବ୍ୟାପକ ସମ୍ଭାର ଆଣିଦେଇଛି। ଜିଓଟିଭି ପ୍ରିମିୟମ ପ୍ଲାନ୍ ନାମରେ ମାଗଣା ଓଟିଟି ଆପ୍ ସବସ୍କ୍ରିପସନ୍ ସହ କମ୍ପାନି ୩ଟି ନୂଆ ମୋବାଇଲ୍ ପ୍ଲାନ୍‌ର ଶୁଭାରମ୍ଭ କରିଛି । ଏହି ପ୍ଲାନ୍ ଗୁଡିକରେ ଜିଓସିନେମା ପ୍ରିମିୟମ, ଡିଜନି ପ୍ଲସ ହଟ୍‌ଷ୍ଟାର୍‌, ଜି୫, ସୋନି-ଲିଭ ଭଳି ଜାତୀୟ ସ୍ତରର ଓଟିଟି ଏବଂ ପ୍ରାଇମ ଭିଡିଓ (ମୋବାଇଲ), ଲାୟନ୍ସଗେଟ୍ ପ୍ଲେ, ଡିସକଭରି ପ୍ଲସ,ଡକୁ-ବେ ଭଳି ଅନ୍ତର୍ଜାତୀୟ ଓଟିଟି ସବସ୍କ୍ରିପସନ ସହିତ ସନ୍ ନେକ୍ସଟ, ହୋଇଚୋଇ, ପ୍ଲାନେଟ୍ ମରାଠୀ, ଚୌପାଲ, ଏପିକଅନ୍ ଓ କଞ୍ଚା ଲଙ୍କା ଭଳି ଲୋକପ୍ରିୟ ଆଞ୍ଚଳିକ ଓଟିଟି ଆପ୍ ସମେତ ପ୍ରାୟ ୧୪ଟି ଓଟିଟି ଆପ୍ ସବସ୍କ୍ରିପସନ୍ ବିନା କୌଣସି ଅତିରିକ୍ତ ମୂଲ୍ୟରେ ଉପଲବ୍ଧ ହେବ।

ଓଟିଟି ଆପ୍ ଜରିଆରେ ଜାତୀୟ, ଅନ୍ତର୍ଜାତୀୟ ଓ ଆଞ୍ଚଳିକ ଭାଷାର ବିଷୟବସ୍ତୁ ଦେଖିବାକୁ ମିଳିବ । ଏହି ପ୍ଲାନ୍ ସହ ଯୋଡ଼ି ହୋଇଥିବା ତଥା ମାଗଣାରେ ଉପଲବ୍ଧ ହେଉଥିବା ଓଟିଟି ଆପଗୁଡ଼ିକର ସବସ୍କ୍ରିପସନର ମୂଲ୍ୟ ପାଖାପାଖି ୧୦୦୦ ଟଙ୍କା। ୩୯୮ ଟଙ୍କିଆ ପ୍ଲାନରେ ଗ୍ରାହକଙ୍କୁ ୧୨ଟି ଓଟିଟି ଆପ୍‌, ୧୧୯୮ ଟଙ୍କା ଏବଂ ୪୪୯୮ ଟଙ୍କାର ପ୍ଲାନରେ ୧୪ଟି ଓଟିଟି ଆପ୍ ମାଗଣାରେ ମିଳିବ । ପ୍ରତ୍ୟେକ ପ୍ଲାନରେ ଗ୍ରାହକଙ୍କୁ ପ୍ରତିଦିନ ୨ ଜିବି ହାଇ-ସ୍ପିଡ଼ ଡାଟା ମିଳିବ। ୩୯୮ ଟଙ୍କିଆ ପ୍ଲାନର ବୈଧତା ୨୮ ଦିନ ରହିଥିବା ବେଳେ ୧୧୯୮ ଟଙ୍କିଆ ପ୍ଲାନର ବୈଧତା ୮୪ ଦିନ ଏବଂ ୪୪୯୮ ଟଙ୍କିଆ ପ୍ଲାନ ବୈଧତା ୩୬୫ ଦିନ ରହିଛି।

ଜିଓଟିଭି ପ୍ରିମିୟମ ପ୍ଲାନ୍ ରିଚାର୍ଜ କଲେ ଅଲଗା ଅଲଗା ଏକାଧିକ ଓଟିଟି ସବସ୍କ୍ରିପସନ କିଣିବାର ସମସ୍ୟା ଦୂର ହେବ। ଜିଓଟିଭି ଆପ୍‌ରେ ସାଇନ୍ ଇନ୍ କରିବା ପରେ ଓଟିଟି ଆପ୍ ପାଇଁ ଅଲଗା ଲଗଇନ୍ ଓ ପାସୱାର୍ଡ ବନାଇବା ଓ ମନେ ରଖିବାର ଆବଶ୍ୟକତା ପଡ଼ିବ ନାହିଁ। ୪୪୯୮ ଟଙ୍କାର ବାର୍ଷିକ ପ୍ଲାନରେ ୱାନ-କ୍ଲିକ୍ କଷ୍ଟମର କେୟାର କଲ୍ ବ୍ୟାକ୍ ସୁବିଧା ମଧ୍ୟ ଉପଲବ୍ଧ ରହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କାହିଁକି ବନ୍ଦ ହେଲା ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ?: ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି

October 10, 2026

କଟକଣା ସତ୍ତ୍ୱେ ବେଧଡ଼କ ନିଷିଦ୍ଧ ତମାଖୁ ବେପାର: ବର୍ଷକୁ ଆସୁଛି ୧୨୦୫ କୋଟିର ଗୁଟ୍‌ଖା-ପାନମସଲା

October 10, 2026

ସ୍ୱତନ୍ତ୍ର ଭୋଟର ଅଭିଯାନ: ୩ ଦିନରେ ଗ୍ରହଣ ହେଲା ୩୩,୫୧୫ଟି ଫର୍ମ-୬ ଆବେଦନ

October 10, 2026
Latest News

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କାହିଁକି ବନ୍ଦ ହେଲା ମେଟ୍ରୋ ଷ୍ଟେସନ ଏବଂ ଟ୍ରେନ?: ଆସନ୍ତାକାଲି ସୁପ୍ରିମକୋର୍ଟରେ ଶୁଣାଣି

October 10, 2026

କଟକଣା ସତ୍ତ୍ୱେ ବେଧଡ଼କ ନିଷିଦ୍ଧ ତମାଖୁ ବେପାର: ବର୍ଷକୁ ଆସୁଛି ୧୨୦୫ କୋଟିର ଗୁଟ୍‌ଖା-ପାନମସଲା

October 10, 2026

“ସନ୍ଦେହ ନୁହେଁ, ପ୍ରମାଣ ଦରକାର”: ନିର୍ବାଚନ କମିଶନଙ୍କୁ ସମର୍ଥନ କଲେ ୧୨୪ ଅମଲା

October 10, 2026

ସ୍ୱତନ୍ତ୍ର ଭୋଟର ଅଭିଯାନ: ୩ ଦିନରେ ଗ୍ରହଣ ହେଲା ୩୩,୫୧୫ଟି ଫର୍ମ-୬ ଆବେଦନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.