Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ

December 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୭ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୨୮ ଗୋଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା।

ଉକ୍ତ ଅଭିଯୋଗମାନଙ୍କ ମଧ୍ୟରୁ ସ୍ଥଳ ବିଶେଷରେ ୩ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ତେବେ ଜଣେ ହିତାଧିକାରୀଙ୍କୁ ୫୦୦୦/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା।

ଆଜିର ମିଳିତ ଜନଶୁଣାଣି ଶିବିରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ, ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କଟାରିଆ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ବାଦଲ କୁମାର ମହାନ୍ତି, ଉପ-ଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ, ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ରେଶମା ଟେଟେ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲାପାଳ ଟାଙ୍ଗୀ ବ୍ଲକ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ଜନ ଅଭିଯୋଗ ଶୁଣାଣି ଶିବିରରେ ଛାତ୍ରଛାତ୍ରୀମାଙ୍କୁ ଲ୍ୟାପଟପ୍ ବାଣ୍ଟିଲେ ଖୋର୍ଦ୍ଧା ଜିଲ୍ଲାପାଳ

September 8, 2026
Latest News

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026

ପୁଟିନଙ୍କୁ ହାର୍ଦ୍ଦିକ ସ୍ୱାଗତ, ମଜବୁତ ହେବ ଭାରତ-ରୁଷ ରଣନୈତିକ ସମ୍ପର୍କ

September 11, 2026

ସମିତି ସଭ୍ୟଙ୍କୁ ଗୁଳିକରି ହତ୍ୟା

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.