Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଆଜିର ଖବର

ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

December 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର: ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ଆଜି ପରଲୋକ ହୋଇଯାଇଛି। ଚେନ୍ନାଇର ଆପୋଲ ସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୮ବର୍ଷ ହୋଇଥିଲା। ସେ ଓଡିଶାର ରାଜ୍ୟପାଳ ଭାବେ ୧୯୯୯ ମସିହାରୁ ୨୦୦୪ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ‘ଓଡିଶାର ପୂର୍ବତନ ରାଜ୍ୟପାଳ ଏମ ଏମ ରାଜେନ୍ଦ୍ରନଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଦୁଃଖିତ।। ସେ ଅମଲାତନ୍ତ୍ର ଭାବରେ ତାଙ୍କର ଦୀର୍ଘ ବର୍ଷର ଅଭିଜ୍ଞତା ତାଙ୍କୁ ଜଣେ ପ୍ରଶାସକ ଭାବରେ ନିଜ ପାଇଁ ଏକ ସ୍ଥାନ ତିଆରି କରିପାରିଥିଲା। ଲୋକମାନଙ୍କ ପ୍ରତି ତାଙ୍କର ଉତ୍ସର୍ଗୀକୃତ ସେବା ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ। ତାଙ୍କ ପରିବାର ପ୍ରତି ମୋର ସମବେଦନା।’

ନିକଟରେ ରାଜେନ୍ଦ୍ରନ ଓଡିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ। ସେତେବେଳେ ତାଙ୍କର ଦ୍ବାରା ଲିଖିତ ଏକ ପୁସ୍ତକକୁ ନବୀନ ଉନମୋଚନ କରିଥିଲେ।

ଏମ ଏମ ରାଜେନ୍ଦ୍ରନ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025

ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 27, 2025
Latest News

ପଣ୍ୟ ପରିବହନରେ ପୂର୍ବତଟ ରେଳପଥର ନୂଆ ରେକର୍ଡ, ୧୪୮ ଦିନରେ ୧୦୦ ନିୟୁତ ଟନ୍ ଅପସାରଣ

August 27, 2025

ଗଣେଶ ପୂଜାରେ ଛାତ୍ରଛାତ୍ରୀମାନଙ୍କ ସହ ପ୍ରସାଦ ସେବନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 27, 2025

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି: ଚାଷୀ ଭାଇ ଭଉଣୀଙ୍କୁ ଦେଲେ ସି ଏମ୍ କିଷାନ ସହାୟତା ରାଶି

August 27, 2025

ଭୂସ୍ଖଳନ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

August 27, 2025

ଓଡିଶା ପାଇଁ ଐତିହାସିକ ମୁହୂର୍ତ୍ତ: ଓସ୍କାର ତାଲିକାରେ ସ୍ଥାନ ପାଇଲା ଅକ୍ଷୟ ପରିଜାଙ୍କ ‘ପାପା ବୁକା’

August 27, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.