Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

December 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ
ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମବାର୍ଷିକୀରେ ତାଙ୍କୁ ସ୍ମରଣ କରିଛନ୍ତି।

ଦେଶ ପ୍ରତି ତାଙ୍କ ଉତ୍ସର୍ଗକୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଶ୍ରୀ ବାଜପେୟୀ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି: ‘ଦେଶର ସମସ୍ତ ପରିବାରଜନଙ୍କ ପକ୍ଷରୁ ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଅଟଳ ବିହାରୀ ବାଜପେୟୀଙ୍କୁ କୋଟି କୋଟି ପ୍ରଣାମ। ମା ଭାରତୀ ପାଇଁ ତାଙ୍କ ସମର୍ପଣ ଏବଂ ସେବା ଭାବ ଅମୃତକାଳରେ ବି ପ୍ରେରଣାର ସ୍ରୋତ ହୋଇ ରହିବ।’

ଅଟଳ ବିହାରୀ ବାଜପେୟୀ ଜନ୍ମବାର୍ଷିକୀ ନରେନ୍ଦ୍ର ମୋଦୀ ପୂର୍ବତନ ପ୍ରଧାନମନ୍ତ୍ରୀ ମା ଭାରତୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Latest News

‘ଭାରତକୁ ଧମକ ଦେବା ଓଲଟା ପଡ଼ିପାରେ’: ଆମେରିକା ଏବଂ ୟୁରୋପକୁ ସ୍ପଷ୍ଟ ବାର୍ତ୍ତା ଦେଲେ ପୁଟିନ

June 6, 2026

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.