Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ କୋର୍‌ କମିଟି ବୈଠକ : ୪ ରାଜ୍ୟର ନିର୍ବାଚନକୁ ନେଇ ଆଲୋଚନା
ଆଜିର ଖବର

କଂଗ୍ରେସ କୋର୍‌ କମିଟି ବୈଠକ : ୪ ରାଜ୍ୟର ନିର୍ବାଚନକୁ ନେଇ ଆଲୋଚନା

June 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୁଧବାର କଂଗ୍ରେସର ଏକ କୋର୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ସଭାପତି ରାହୁଲ ଗାନ୍ଧୀ ଅଧ୍ୟକ୍ଷତା କରିବାକୁ ରାଜି ନଥିବାରୁ ବରିଷ୍ଠ ନେତା ଏ କେ ଆଣ୍ଟୋନୀ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ। ଏହି ବୈଠକରେ ଅହମଦ୍‌ ପଟେଲ, ପୂର୍ବତନ ଗୃହମନ୍ତ୍ରୀ ପି ଚିଦାମ୍ବରମ, ରାଜ୍ୟସଭାରେ ବିପକ୍ଷ ଦଳର ନେତା ଘୁଲାମ ନବୀ ଆଜାଦ, ରାଜ୍ୟସଭା ଉପ ସଭାପତି ଆନନ୍ଦ ଶର୍ମା, ମହାରାଷ୍ଟ୍ର ଦାୟିତ୍ବରେ ରହିଥିବା ମଲ୍ଲିକାର୍ଜୁନ ଖଡ୍‌ଗେ, ଜୟରାମ ରମେଶ, କେସି ଭେନୁଗୋପାଳ ଏବଂ ରଣଦୀପ ସୁର୍ଜେଓ୍ବାଲା ଯୋଗ ଦେଇଥିଲେ। ଆସନ୍ତା ଦିନରେ ମହାରାଷ୍ଟ୍ର, ଝାଡଖଣ୍ଡ, ହରିୟାଣା ଏବଂ ଜମ୍ମୁ କାଶ୍ମୀରରେ ନିର୍ବାଚନ ହେବାକୁ ଥିବାରୁ ଏହି ସମ୍ପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା ବୋଲି ସୁର୍ଜେଓ୍ବାଲା ପ୍ରକାଶ କରିଛନ୍ତି। ସେହିପରି ରାହୁଲ ଅବ୍ୟାହତି ନେଉଛନ୍ତି କି ନା ବୋଲି ପ୍ରଶ୍ନକୁ ଖଣ୍ଡନ କରିଥିଲେ ସୁର୍ଜେଓ୍ବାଲା। ରାହୁଲ ଦଳର ସଭାପତି ରହିଥିଲେ ଏବଂ ସିର୍ବଦା ରହିବେ ବୋଲି କହିଛନ୍ତି ସୁର୍ଜେଓ୍ବାଲା।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025

JNU ଛାତ୍ର ସଂଘ ନିର୍ବାଚନ: ସମସ୍ତ ଚାରୋଟି ଆସନରେ ବିଜୟୀ ହେଲା ​​ବାମପନ୍ଥୀ ଦଳ

November 6, 2025
Jindal Ads
BJP Ads
Latest News

CM in Nuapada: ନୂଆପଡା ଉପନିର୍ବାଚନ ପ୍ରଚାରରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ , ନବୀନଙ୍କୁ ସିଧା ଟାର୍ଗେଟ

November 6, 2025

ସିପିଗ୍ରାମ୍ସ ପୋର୍ଟାଲରେ ଅଭିଯୋଗର ମିଳିଲା ସୁଫଳ: ନଳକୂପ ସମସ୍ୟାର ହେଲା ସମାଧାନ

November 6, 2025

ନୂଆପଡାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ, ବିଜେଡି ଓ କଂଗ୍ରେସକୁ କଲେ ଟାର୍ଗେଟ

November 6, 2025

ରାଷ୍ଟ୍ରପତିଙ୍କୁ ସାକ୍ଷାତ କଲେ ଭାରତୀୟ ମହିଳା କ୍ରିକେଟ ଦଳର ସଦସ୍ୟ

November 6, 2025

ସେବାରେ ନିୟୋଜିତ ହେଲା ଭାରତୀୟ ନୌସେନାର ନୂତନ ସର୍ଭେକ୍ଷଣ ଜାହାଜ “ଇକ୍ଷକ”

November 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.