Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: କଳାହାଣ୍ଡି ବିଶ୍ୱବିଦ୍ୟାଳୟ ହେଲା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ

December 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ନାମରେ ନାମିତ କରାଯାଇଛି। ଏବେ ଏହା ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ, ଭବାନୀପାଟଣା ନାମରେ ପରିଚିତ ହେବ। ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ବିଭାଗର ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ସୂଚନାଯୋଗ୍ୟ ଯେ ସମୁଦାୟ ୫୦ଟି କଲେଜକୁ ନେଇ ତା.୦୧.୦୯.୨୦୨୦ ରିଖରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଗତ ନଭେମ୍ବର ପହିଲା କଳାହାଣ୍ଡି ଗସ୍ତ ସମୟରେ ଏହି ବିଶ୍ୱବିଦ୍ୟାଳୟର ନାମକୁ ମା’ ମାଣିକେଶ୍ୱରୀ ଙ୍କ ନାମରେ ନାମିତ କରବା ପାଇଁ ଘୋଷଣା କରିଥିଲେ।

କଳାହାଣ୍ଡି ବିଶ୍ୱବିଦ୍ୟାଳୟ ନବୀନ ପଟ୍ଟନାୟକ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇତିହାସ ରଚିଲା ଭାରତର ମହିଳା ହକି ଦଳ: ୪୪ ବର୍ଷ ପରେ ଏସୀୟ କ୍ରୀଡ଼ାରେ ଜିତିଲା ସ୍ୱର୍ଣ୍ଣ ପଦକ

October 2, 2026

ଫୋନ୍ ଯୋଗେ ପାଇଲଟ୍ ସ୍ମିତଙ୍କ ବାହାଦୂରୀକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

October 2, 2026

ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେଲା ୪୪ ଦିନିଆ ‘ଶିଶୁ ଶ୍ରମ ମୁକ୍ତ ଗ୍ରାମ ପଞ୍ଚାୟତ’ ସଚେତନତା ଅଭିଯାନ

October 2, 2026

୭୫ ବର୍ଷରେ ପ୍ରଥମ ଥର: ତୀରନ୍ଦାଜୀର ‘ରାଜା’ ଦକ୍ଷିଣ କୋରିଆକୁ ପରାସ୍ତ କରି ସ୍ଵର୍ଣ୍ଣ ଜିତିଲା ଭାରତ

October 2, 2026
Latest News

ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ସାଇକେଲ ଶୋଭାଯାତ୍ରା: ସହର ବୁଲି ବାଣ୍ଟିଲେ ସ୍ୱଚ୍ଛତାର ବାର୍ତ୍ତା

October 2, 2026

ନିଶାମୁକ୍ତ ଯୁବ ଭାରତ ପାଇଁ ଗଣ ଦୌଡ଼

October 2, 2026

ଭାରତୀୟ ସେନାର ସଫଳତା: BSF ଗୁଳିରେ ୨ ପାକିସ୍ତାନୀ ଅନୁପ୍ରବେଶକାରୀ ନିହତ

October 2, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ପଥପ୍ରାନ୍ତ ନାଟକ

October 2, 2026

ବାଣପୁର ସେଣ୍ଟ ଜାଭିୟର ହାଇସ୍କୁଲରେ ସ୍ୱଚ୍ଛତା କାର୍ଯ୍ୟକ୍ରମ

October 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.