ଭୁବନେଶ୍ଵର: ଓଡିଆ ସମ୍ବାଦପତ୍ର ଭଞ୍ଜଦୂତର ଗତକାଲି ସ୍ବନକ୍ଷତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଯୋଜକ ପ୍ରଣୟ ଜେଠୀଙ୍କୁ ସମ୍ମାନିତ କରାଯାଇଛି। ପ୍ରଯୋଜକ ଶ୍ରୀ ଜେଠୀଙ୍କୁ ଭଞ୍ଜଦୂତ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରୀ ଜେଠୀଙ୍କୁ ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ସମ୍ମାନିତ କରିଛନ୍ତି। ଓଡିଆ ସମ୍ବାଦପତ୍ର ପ୍ରଣୟ ଜେଠୀ ପ୍ରସନ୍ନ ପାଟ୍ଟଶାଣୀ ଭଞ୍ଜଦୂତ ଭଞ୍ଜଦୂତ ସମ୍ମାନ ପ୍ରଦାନ ସ୍ବନକ୍ଷତ୍ର ଦିବସ
‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କାJuly 22, 2025