Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଣ୍ଡ ବିନ୍ଧାକୁ ଛୋଟିଆ ରୋଗ ଭାବିବା ଅନୁଚିତ, ଏହା ବିଭିନ୍ନ ମାରାତ୍ମକ ରୋଗର ଲକ୍ଷଣ ମଧ୍ୟ ହୋଇପାରେ
ଆଜିର ଖବର

ମୁଣ୍ଡ ବିନ୍ଧାକୁ ଛୋଟିଆ ରୋଗ ଭାବିବା ଅନୁଚିତ, ଏହା ବିଭିନ୍ନ ମାରାତ୍ମକ ରୋଗର ଲକ୍ଷଣ ମଧ୍ୟ ହୋଇପାରେ

December 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଣ୍ଡ ବିନ୍ଧା
କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

ନୂଆଦିଲ୍ଲୀ: ମୁଣ୍ଡବିନ୍ଧାକୁ କେବେ ବି ଅଣଦେଖା କରିବା ଅନୁଚିତ। କାରାଣ ହୁଏତ ଏହା କିଛି ବଡ ରୋଗର କାରଣ ହୋଇପାରେ। ତେଣୁ ଏହି ରୋଗର ଲକ୍ଷଣ ଭଲ ଭାବରେ ଜାଣି ଚିକିତ୍ସା ହେବା ଉଚିତ। ଆଜି ଆମେ ଆପଣଙ୍କୁ ଏପରି କିଛି ଲକ୍ଷଣ ବିଷୟରେ କହିବୁ, ଯାହା ମୁଣ୍ଡବିନ୍ଧାର କାରଣ ହୋଇପାରେ।

ଷ୍ଟ୍ରୋକ: ହଠାତ୍ ମୁଣ୍ଡବିନ୍ଧା ଏବଂ ଯଦି ଶରୀରର ଗୋଟିଏ ଅଂଶ କାମ ବନ୍ଦ କରିଦିଏ, ତେବେ ଏହା ଷ୍ଟ୍ରୋକର ଲକ୍ଷଣ ହୋଇପାରେ।

ମସ୍ତିଷ୍କ ଟ୍ୟୁମର୍: ବିନା କାରଣରେ ମୁଣ୍ଡବିନ୍ଧା କ୍ରମାଗତ ଭାବରେ ଲାଗିରହିବା ଯଦି ସାଧାରଣ ଚିକିତ୍ସାରେ ଭଲ ନ ହୁଏ ତେବେ ଏହା ମସ୍ତିଷ୍କ ଟ୍ୟୁମରର ସଙ୍କେତ ହୋଇପାରେ।

ମସ୍ତିଷ୍କ ଆଘାତ: ଯଦି ଆପଣଙ୍କ ମୁଣ୍ଡରେ ପ୍ରବଳ ଯନ୍ତ୍ରଣା ହୁଏ, ତେବେ ଏହା ମଧ୍ୟ ମସ୍ତିଷ୍କରେ କୈଣସି ପ୍ରକାରର ଆଘାତ ହେତୁ ହୋଇପାରେ।

ଚାପ: କ୍ରମାଗତ ଚାପ ଯୋଗୁଁ ଶରୀରର ରକ୍ତ ସଞ୍ଚାଳନ ବୃଦ୍ଧି ପାଇଥାଏ। ଯାହା ମସ୍ତିଷ୍କକୁ ପ୍ରଭାବିତ କରେ ଏବଂ ପ୍ରବଳ ଯନ୍ତ୍ରଣା ଦେଇଥାଏ।

ରକ୍ତଚାପ: ଛାତି ଏବଂ ମୁଣ୍ଡବିନ୍ଧା ହେଉଛି ଉଚ୍ଚ ରକ୍ତଚାପ ସମସ୍ୟା। ଯଦି ତୁମକୁ ମଧ୍ୟ ହଠାତ୍ ମୁଣ୍ଡବିନ୍ଧା ହୁଏ, ତେବେ ରକ୍ତଚାପ ମାପି ନେବା ଉଚିତ।

ମାରାତ୍ମକ ରୋଗ ମୁଣ୍ଡ ବିନ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ଚତୁର୍ଦ୍ଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 29, 2026

MMDR ସଂଶୋଧନ ବିଲ୍‌କୁ ନେଇ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଜବାବ

August 29, 2026

‘ଏକ ଘଣ୍ଟା ଖେଲ୍ କେ ମୈଦାନ୍ ମେଁ’ ଅଭିଯାନରେ ଡ. ମନସୁଖ ମାଣ୍ଡଭିୟ

August 29, 2026

ସରକାରୀ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ଘୋଷଣା: ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ

August 29, 2026
Latest News

ଚତୁର୍ଦ୍ଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 29, 2026

MMDR ସଂଶୋଧନ ବିଲ୍‌କୁ ନେଇ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଜବାବ

August 29, 2026

‘ଏକ ଘଣ୍ଟା ଖେଲ୍ କେ ମୈଦାନ୍ ମେଁ’ ଅଭିଯାନରେ ଡ. ମନସୁଖ ମାଣ୍ଡଭିୟ

August 29, 2026

ସରକାରୀ ଦନ୍ତ ଚିକିତ୍ସକଙ୍କ ପାଇଁ ବଡ଼ ଘୋଷଣା: ପ୍ରତିମାସ ₹୨୦,୦୦୦ ପ୍ରୋତ୍ସାହନ

August 29, 2026

ଜାତୀୟ କ୍ରୀଡା ଦିବସ ଅବସରରେ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.