Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭିକେ ପାଣ୍ଡିଆନଙ୍କ ଚିଲିକା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ: ଯୋଗ ଦେଲେ ସାଂସଦ ମାନସ ମଙ୍ଗରାଜ
ଆଞ୍ଚଳିକ

ଭିକେ ପାଣ୍ଡିଆନଙ୍କ ଚିଲିକା ଗସ୍ତକୁ ନେଇ ପ୍ରସ୍ତୁତି ବୈଠକ: ଯୋଗ ଦେଲେ ସାଂସଦ ମାନସ ମଙ୍ଗରାଜ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆସନ୍ତା ୧୦ ତାରିଖରେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ବାଣପୁରର ପଲଟନ ପଡିଆରେ ଏକ ସାଧାରଣ ସଭାରେ ଯୋଗଦେବେ। ଏହି ଅବସରରେ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ବିକାଶ କାର୍ଯ୍ୟର ତଦାରଖ କରିବେ ଶ୍ରୀ ପାଣ୍ଡିଆନ। ଏନେଇ ଆଜି ମଧ୍ୟାହ୍ନରେ ନାଚୁଣୀ ସୁନାଖଳା ଡାକ ବଙ୍ଗଳା ଠାରେ ଏକ ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଯୋଗଦେଇଛନ୍ତି। ଉକ୍ତ ପ୍ରସ୍ତୁତି ବୈଠକରେ ଚିଲିକା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ରାଜା ଚକ୍ର, ଖୋର୍ଦ୍ଧା ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ବାଣପୁର ନଗରପାଳ ମିଟୁ ନାୟକ, ପ୍ରଭାସ ସୁନ୍ଦରାୟ ଓ ବିଜୁଜନତା ଦଳର ସମସ୍ତ ନେତା ଓ କର୍ମୀ ସାମିଲ ଥିଲେ।

ଏହା ସହ ଆସନ୍ତା ୧୭ ତାରିଖ ଦିନ ପୁରୀ ପରିକଳ୍ପନା ପ୍ରକଳ୍ପ ଉଦଘାଟନ ହେବ। ସେଥିଲାଗି ଆସନ୍ତା ୮ ତାରିଖ ଦିନ ପୁରୀ ପରିକ୍ରମା ପ୍ରକଳ୍ପ ରଥ କେମିତି ସମସ୍ତ ପଞ୍ଚାୟତ ର ଘରେ ଘରେ ପହଞ୍ଚିବ ଓ ଅରୁଆ ଚାଉଳ, ଗୁଆ ସଂଗ୍ରହ କରାଯିବ, ସେଥିପାଇଁ ଆମେ ସମସ୍ତେ ସହଯୋଗ କରିବା ବୋଲି ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଅନୁରୋଧ କରିଥିଲେ।

ଏତଦବ୍ୟତୀତ ସଭାସ୍ଥଳ, ବ୍ୟାରିକେଡ଼, ଜନସାଧାରଣଙ୍କ ଗମନାଗମନର ସୁବିଧା, ଟ୍ରାଫିକ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା ବିଷୟରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ।

ପୁରୀ ପ୍ରସ୍ତୁତି ବୈଠକ ଭି.କେ ପାଣ୍ଡିଆନ ମାନସ ରଞ୍ଜନ ମଙ୍ଗରାଜ ରାଜ୍ୟସଭା ସାଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.