ଭୁବନେଶ୍ୱର: ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ। ଲୋକସେବା ଭବନ
‘‘ଦୈନନ୍ଦିନ ଆବଶ୍ୟକତା ସୁନିଶ୍ଚିତ କରିବା – ସମସ୍ତଙ୍କ ପାଇଁ ଜନସେବା ଓ ସମ୍ମାନ’’ ଶୀର୍ଷକ ଜାତୀୟ ସମ୍ମିଳନୀDecember 10, 2025