Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପ୍ରଦେଶ କଂଗ୍ରେସ ମିଡିଆ କମିଟର ନୂଆ ଅଧ୍ୟକ୍ଷ ହେଲେ ବିଶ୍ବରଂଜନ ମହାନ୍ତି
ଆଜିର ଖବର

ଓଡିଶା ପ୍ରଦେଶ କଂଗ୍ରେସ ମିଡିଆ କମିଟର ନୂଆ ଅଧ୍ୟକ୍ଷ ହେଲେ ବିଶ୍ବରଂଜନ ମହାନ୍ତି

January 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ପ୍ରଦେଶ କଂଗ୍ରେସ ମିଡିଆ କମିଟର ନୂଆ ଅଧ୍ୟକ୍ଷ ହେଲେ ବିଶ୍ବରଂଜନ ମହାନ୍ତି

ଭୁବନେଶ୍ବର: ଆଜି ବରିଷ୍ଠ କଂଗ୍ରେସ ନେତା ଡ ବିଶ୍ବରଂଜନ ମହାନ୍ତିଙ୍କ ଏଆଇସିସି ଓଡିଶା ପ୍ରଦେଶ କଂଗ୍ରେସ ମିଡିଆ କମିଟର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦିଆଯାଇଛି। ଏହି ପଦବୀରେ ବରିଷ୍ଠ ନେତା ଗଣେଶ୍ବର ବେହେରା କାର୍ଯ୍ୟ କରୁଥିଲେ। ବିଶ୍ବରଂଜନ ହେଉଛନ୍ତି ପ୍ରଦେଶ କଂଗ୍ରେସର ପୂର୍ବତନ ମୁଖପାତ୍ର ତଥା ସାଧାରଣ ସଂପାଦକ।

ବିଶ୍ବରଂଜନ ପୂର୍ବରୁ ଗୁଜୁରାଟର କଂଗ୍ରେସ ପ୍ରଭାରୀ ଭାବେ କାର୍ଯ୍ୟ କରିଛନ୍ତି। ସେ ଦଳର ଜଣେ ବେଶ ପ୍ରତିଷ୍ଠିତ ବ୍ୟକ୍ତିତ୍ବ। ଏଥିସହିତ ସେ ହେଉଛନ୍ତି ଜଣେ ଉଚ୍ଚ ଶିକ୍ଷିତ ବ୍ୟକ୍ତିତ୍ବ। ତାଙ୍କର ଯୋଗଦାନ ଫଳରେ କଂଗ୍ରେସ ଆଗାମୀ ଦିନରେ ମିଡିଆ କ୍ଷେତ୍ରରେ ବେଶ ଭଲ କରିବ ବୋଲି ଆଶା କରିଛି।

Election2024 ଓଡିଶା କଂଗ୍ରେସ ନିର୍ବାଚନ2024 ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.