Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମୋଟର ସାଇକେଲ ଦୁର୍ଘଟଣାରେ ବୃଦ୍ଧଙ୍କ ମୃତ୍ୟୁ
ଆଞ୍ଚଳିକ

ବାଣପୁର: ମୋଟର ସାଇକେଲ ଦୁର୍ଘଟଣାରେ ବୃଦ୍ଧଙ୍କ ମୃତ୍ୟୁ

January 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ବାଣପୁର କଲେଜ ଛକ ନିକଟରେ ଥିବା ୟୁକୋବ୍ୟାଙ୍କ ପାଖରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଖବରରୁ ଜଣାଯାଇଛି ଯେ, କୁମାରାଙ୍ଗ ଗ୍ରାମର ଶିବ ମହାରଣା ଘରୁ ସାଇକେଲ ଯୋଗେ ବାଣପୁର ବଜାରକୁ ଆସୁଥିଲେ। ଏହି ସମୟରେ ଏକ କେଟିଏମ ମୋଟରସାଇକେଲ ଆରୋହୀ ଦ୍ରୁତ ଗତିରେ ଆସି ଶିବ ମହାରଣାଙ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଶିବ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ବାଣପୁର ଡାକ୍ତର ଖାନରେ ଭର୍ତ୍ତି କରାଯାଇଥିଲା। ଏ ନେଇ ଶିବଙ୍କ ସ୍ତ୍ରୀ କୁନି ମହାରଣା ବାଣପୁର ଥାନାରେ ଏତଲା ଦେବା ପରେ ବାଣପୁର ପୋଲିସ ମୋଟର ସାଇକେଲଟିକୁ ଜବତ କରିଛି।

ଚାଳକ ଜଣକ ସୁନାକେରାର ବବୁଲ ସାହୁ ବୋଲି ଜଣାପଡିଛି। କିନ୍ତୁ ଶିବଙ୍କୁ ଜୋରରେ ଆଘାତ ଲାଗିଥିବା କାରଣରୁ ସନ୍ଧ୍ୟା ସମୟରେ ମୃତ୍ୟୁ ହୋଇଥିବା ଜଣାଯାଇଛି। ପୋଲିସ ମୃତଦେହ ଜବତ କରି ତଦନ୍ତ ଚାଲୁ ରଖିଛି।

ଦୁର୍ଘଟଣା ବାଣପୁର ବୃଦ୍ଧଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମ ମାଟିରେ ବାଣପୁର ମୁକ୍ତି ସଂଗ୍ରାମର ମହାନାୟକ ବିପ୍ଲବୀ କୃତିବାସ ପାଟ୍ଟଶାଣୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

June 3, 2026

ବାଣପୁର ପାଇକ ବିଦ୍ରୋହ: ଓଡ଼ିଆ ଅସ୍ମିତାର ଏକ ଅନନ୍ୟ ଅଗ୍ନିଶିଖା

June 1, 2026

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026
Latest News

ମାଲବ୍ୟ ନଗର ଅଗ୍ନିକାଣ୍ଡ ଘଟଣା: ହୋଟେଲ ମାଲିକ ଲାଭକେଶ ବଜାଜ ଗିରଫ

June 3, 2026

ସିବିଆଇ ଜାଲରେ ଆୟକର ଅଧିକାରୀ

June 3, 2026

ହୀରାକୁଦରେ ଛୁରାମାଡ଼ : ଜଣେ ଗୁରୁତର

June 3, 2026

ସମ୍ପତ୍ତି ବିବାଦ : ଦୁଇ ଭାଇ, ଭାଉଜଙ୍କୁ ଭୁଜାଲି ମାଡ଼

June 3, 2026

ଖାଦ୍ୟ ସୁରକ୍ଷା ନିଶ୍ଚିତ କରୁଛି ଏଫ୍‍ସିଆଇର ସାଇଲୋ ବ୍ୟବସ୍ଥା

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.