Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସି ରେ ବୁଲିଲା ଶ୍ରୀ ଜଗନ୍ନାଥ ଅର୍ପଣ ରଥ
ଆଞ୍ଚଳିକ

ବାଲୁଗାଁ ଏନଏସି ରେ ବୁଲିଲା ଶ୍ରୀ ଜଗନ୍ନାଥ ଅର୍ପଣ ରଥ

January 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଏନଏସି ରେ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଶ୍ରୀ ଜଗନ୍ନାଥ ଅର୍ପଣ ରଥ ଘରକୁ ଘର ବୁଲି ଚାଉଳ ଆଉ ଗୁଆ ସଂଗ୍ରହ କରିଛି। ଅର୍ପଣ ରଥ ଜେନା କଲୋନୀ, ରାମପୁର, କେ. କେ. ନୂଆଗାଁ, ଉମାମହେଶ୍ଵରଃ ରୋଡ ଗ୍ରାମରୁ ଗୁଆ ଚାଉଳ ଗ୍ରହଣ କରିଛି। ଏହି ସମୟରେ ଶ୍ରୀଜଗନ୍ନାଥ ଧ୍ୱନି ଓ ହୁଳହୁଳିରେ ସ୍ଥାନୀୟ ଅଞ୍ଚଳ ପ୍ରକମ୍ପିତ ହୋଇଥିଲା।

ନଗରପାଳିକା ସୁକାନ୍ତି ପାଇକରାୟ, ଉପନଗରପାଳ ଭଗବାନ ପ୍ରଧାନ, ଯୁବ ନେତା ସନ୍ତୋଷ ପାଇକରାୟ, ବିଜେଡି ସଭାପତି ଜୟନ୍ତ ସ୍ୱାଇଁ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ଖୋର୍ଦ୍ଧା ଜିଲ୍ଲା ମହିଳା ସହ ସମ୍ପାଦକ ବନିତା ପ୍ରଧାନ, ସମସ୍ତ କାଉନସିଲର ମମତା ପଣ୍ଡା, ଅନିତା ସ୍ୱାଇଁ, ସୁଜାତା ପଣ୍ଡା, ଅଭିମନ୍ୟୁ ସ୍ୱାଇଁ, ଛାତ୍ର ବିଜେଡି ସଭାପତି ଶଶିକାନ୍ତ ପାଇକରାୟ, ସମସ୍ତ ଏସଏଚଜି ଗ୍ରୁପ ର ମହିଳା, ମିଶନଶକ୍ତିର ନାରୀନେତ୍ରୀ, ଜଳସାଥୀ, ସ୍ୱଚ୍ଛ ସାଥି ଯୁବ, ଜଗନ୍ନାଥ ପ୍ରେମୀ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ପାଇଁ ଲୋକାର୍ପଣ ଅର୍ପଣ ରଥ ସହ ଦ୍ଵାରା ଦ୍ଵାର ବୁଲିଥିଲେ।

ବାଲୁଗାଁ ଏନଏସି ସୁକାନ୍ତି ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Latest News

ଦେଶରେ ଚାଲିଛି ୩୨ ଟି ନକଲି ବିଶ୍ୱବିଦ୍ୟାଳୟ: ଛାତ୍ରଛାତ୍ରୀଙ୍କୁ ସତର୍କ କଲା UGC

August 7, 2026

ରାହୁଲ ଗାନ୍ଧୀଙ୍କ ବାସଭବନ ବାହାରେ ସାଧୁ ଏବଂ ସନ୍ଥଙ୍କ ପ୍ରତିବାଦ: ଅଟକ ରଖିଲା ପୋଲିସ

August 7, 2026

CBI ର ବଡ଼ ଖୁଲାସା: NEET-UG ପେପର ଲିକ୍ କରିଥିଲେ NTA ବିଶେଷଜ୍ଞ

August 7, 2026

ପୂର୍ବତନ ବିଧାୟକଙ୍କ ଜ୍ଵାଇଁ ଗିରଫ

August 7, 2026

ଓଲଟିଲା ଅଟୋ : ୫ ଆହତ

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.