Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡାରେ ଆତ୍ମାରକ୍ଷା କୌଶଳ ତାଲିମ ଶିବିର ଅନୁଷ୍ଠିତ
ଆଞ୍ଚଳିକ

ବେଗୁନିଆପଡାରେ ଆତ୍ମାରକ୍ଷା କୌଶଳ ତାଲିମ ଶିବିର ଅନୁଷ୍ଠିତ

January 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁନିଆପଡା (ଟୁକୁନା ପ୍ରଧାନ): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକର ଜନତା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଦିନ ଛାତ୍ରୀମାନଙ୍କୁ ନେଇ ଏକ ଆତ୍ମରକ୍ଷା କୌଶଳ ତାଲିମ ଶିବିର ଶୁଭାରମ୍ଭ ହୋଇଯାଇଛି। ଏଥିରେ କଲେଜର ଅଧ୍ୟକ୍ଷ ଅଭିମନ୍ୟୁ ସ୍ୱାଇଁ ସଭାପତିତ୍ବ କରିଥିବା ବେଳେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ମାନେ ଉପସ୍ଥିତ ଥିଲେ।

ଏଥିରେ ପ୍ରଶିକ୍ଷିକା ଭାବେ ଦିବ୍ୟାନି ସାହୁ ଓ ପୁଜାରାଣୀ ପ୍ରଧାନ ଯୋଗ ଦେଇ ଛାତ୍ରୀ ମାନଙ୍କୁ ଆତ୍ମାରକ୍ଷା କୌଶଳ ସମ୍ବଦ୍ଧରେ ତାଲିମ ପ୍ରଦାନ କରିଥିଲେ। ଏଥିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରୀ ମାନେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମ ଦୀର୍ଘ ଆଠ ଦିନ ଧରି ଚାଲିବ ବୋଲି ସୂଚନା ମିଳିଛି।

ତାଲିମ ଶିବିର ବେଗୁନିଆପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ସୋଆରେ ଉତ୍କଳ ଦିବସ ପାଳିତ

April 1, 2026

ଆଇସିଏଆର-ସିଫାର ୩୯ତମ ବାର୍ଷିକ ଦିବସ ପାଳିତ

April 1, 2026

ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ: ଓଡ଼ିଶା ସମେତ ୮ ରାଜ୍ୟକୁ ୧,୫୩୬ କୋଟି ମଞ୍ଜୁର

April 1, 2026

ତୃତୀୟରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସିବିଏସଇର ସିଟି ଏବଂ ଏଆଇ ପାଠ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

April 1, 2026

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ପଖାଳ ଉତ୍ସବ ଆରମ୍ଭ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.