Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଯିବା ପାଇଁ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ, ୧୮ ତାରିଖରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପୁରୀ ଯିବା ପାଇଁ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ, ୧୮ ତାରିଖରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

January 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଯିବା ପାଇଁ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ, ୧୮ ତାରିଖରେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲକ୍ଷ୍ମୀ ବସ ପରି ପୁରୀ ଶ୍ରୀମନ୍ଦିର ଦର୍ଶନ କରିବା ପାଇଁ ରାଜ୍ୟରେ ଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ। ଏକ ଲକଜୁରୀ ବସରେ ବସି ଭକ୍ତମାନେ ନିଜ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ବର ଦେଇ ପୁରୀ ଯିବେ। ଏହି ଭିନ୍ନ ବସ ସେବାର ଉଦଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୮ ତାରିଖରେ କରିବେ। ତେବେ ପ୍ରଥମ ପର୍ଯ୍ୟାୟରେ ୧୫ଟି ଜିଲ୍ଲାରେ ଏହା କାର୍ଯ୍ୟକାରୀ କରାଯିବ।

ଏହି ଯୋଜନା ପାଇଁ ମୋଟ ୧୨୨ ଟି ବସ କିଣାଯିବ। ଏଥିପାଇଁ ୨୬୦ କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି। ଏହା ଜିଲ୍ଲା ମୁଖ୍ୟାଳୟରୁ ପ୍ରତିଦିନ ବାହାରି ଭୁବନେଶ୍ବର ଦେଇ ପୁରୀରେ ରହିବ। ସେଠାରୁ ପୁଣି ଅନ୍ୟ ବସ ବାହାର ୩୦ ଜିଲ୍ଲା ମୁଖ୍ୟାଳୟକୁ ଯିବ। ପୂର୍ବରୁ ଲକ୍ଷ୍ମୀ ବସ ଯୋଜନାରେ ବ୍ଲକକୁ ଜିଲ୍ଲା ମୁଖ୍ୟାଳୟ ସହିତ ଯୋଡା ଯାଇଛି। ସେଥିପାଇଁ ଯେଉଁ ଯାତ୍ରୀ ପୁରୀ ଆସିବେ ସେମାନେ ସିଧା ବ୍ଲକ କାର୍ଯ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟ ଏବଂ ସେଠାରୁ ପୁରୀ ଆସିବେ।

ଜଗନ୍ନାଥ ଏକ୍ସପ୍ରେସ ଲକ୍ଷ୍ମୀ ବସ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026
Latest News

ପଶ୍ଚିମବଙ୍ଗ ନିର୍ବାଚନ : ଅପରାହ୍ନ ୩ଟା ସୁଦ୍ଧା ୭୮.୬୮ ପ୍ରତିଶତ

April 29, 2026

ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ୭୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

April 29, 2026

ପୁନଃ ବ୍ୟବହାର ହେବ ଡ୍ରେନ ପାଣି

April 29, 2026

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.