Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପଞ୍ଜାବରେ ଆପ୍ ୧୩ଟି ଆସନ ଜିତିବ: ଭଗବନ୍ତ ମାନ
ବିଶେଷ ଖବର

ପଞ୍ଜାବରେ ଆପ୍ ୧୩ଟି ଆସନ ଜିତିବ: ଭଗବନ୍ତ ମାନ

January 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ
ପଞ୍ଜାବରେ କେତେ ଦିନ ପାଇଁ ମହଜୁଦ ଅଛି ପେଟ୍ରୋଲ-ଡିଜେଲ?: ଜଣାଇଲେ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ

ନୂଆଦିଲ୍ଲୀ: ଚଳିତ ବର୍ଷ ଶେଷରେ ହେବାକୁ ଥିବା ଲୋକସଭା ନିର୍ବାଚନରେ ଆମ୍ ଆଦମୀ ପାର୍ଟି (ଆପ୍) ପଞ୍ଜାବର ସମସ୍ତ ୧୩ଟି ଆସନ ଜିତିବ ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ କହିଛନ୍ତି ଯେ, କଂଗ୍ରେସ ସହ ମିଶି ଚଣ୍ଡିଗଡ଼ ମେୟର ନିର୍ବାଚନ ଲଢ଼ିବାକୁ ଆପ୍ ଆନୁଷ୍ଠାନିକ ଭାବେ ଘୋଷଣା କରିବାର ଗୋଟିଏ ଦିନ ପରେ ମାନଙ୍କ ଏହି ବୟାନ ଆସିଛି। ବହୁ ପର୍ଯ୍ୟାୟ ଆଲୋଚନା ପରେ ନିଷ୍ପତ୍ତି ନିଆଯାଇଥିଲା ଯେ ଆପ୍ ମେୟର ପଦ ପାଇଁ ପ୍ରାର୍ଥୀ ଦେବ ଏବଂ କଂଗ୍ରେସ ବରିଷ୍ଠ ଡେପୁଟି ମେୟର ଏବଂ ଡେପୁଟି ମେୟର ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରିବ।

ନିର୍ବାଚନରେ ଏହା ଇଣ୍ଡି ମେଣ୍ଟର ପ୍ରଥମ ମୁକାବିଲା ହେବ। ଆପ୍ ରାଜ୍ୟସଭା ନେତା ରାଘବ ଚଢ଼ା କହିଛନ୍ତି ଯେ ଚଣ୍ଡିଗଡ଼ ମେୟର ନିର୍ବାଚନରେ ଆପ୍ ଏବଂ କଂଗ୍ରେସର ମେଣ୍ଟ ଲୋକସଭା ନିର୍ବାଚନ ପାଇଁ ରାସ୍ତା ଦେଖାଇବ। ମେୟର ନିର୍ବାଚନ ନେଇ ଆନୁଷ୍ଠାନିକ ଘୋଷଣା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପ୍ ଆବାହକ ଅରବିନ୍ଦ କେଜ୍ରିୱାଲ କଂଗ୍ରେସ ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ ଏବଂ ରାହୁଲ ଗାନ୍ଧିଙ୍କୁ ଭେଟିଥିଲେ, ଯେଉଁଥିରେ ଅନେକ ପ୍ରସଙ୍ଗରେ ଆଲୋଚନା ହୋଇଥିଲା ଏବଂ ଏକାଠି ନିର୍ବାଚନ ଲଢ଼ିବାର ସଂକଳ୍ପ ଦୃଢ଼ ହୋଇଥିଲା।

ମେୟର ନିର୍ବାଚନ ପାଇଞ ଜାନୁଆରୀ ୧୮ତାରିଖରେ ମତଦାନ ହେବ। ଆପ୍ କାଉନସିଲର ଦଳ ପରିବର୍ତ୍ତନ କରିବା ପରେ ୩୫ ସଦସ୍ୟ ବିଶିଷ୍ଟ ଚଣ୍ଡିଗଡ଼ ମ୍ୟୁନିସିପାଲିଟି କର୍ପୋରେସନରେ ଭାରତୀୟ ଜନତା ପାର୍ଟି (ବିଜେପି) ବର୍ତ୍ତମାନ ୧୪ଟି କାଉନସିଲ ଆସନ ହାତରେ ରଖିଛି। ଆପ୍‍ର ୧୩ ଜଣ, କଂଗ୍ରେସର ୭ ଜଣ ଏବଂ ଶିରୋମଣି ଅକାଳୀ ଦଳର ଜଣେ କାଉନସିଲର ଅଛନ୍ତି।

aap bhagabant mann Congress election 2024 india punjab ପଞ୍ଜାବ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026
Latest News

ଆସନ୍ତା୩୦ରେ ବିଧାନସଭାର ସ୍ଵତନ୍ତ୍ର ଅଧିବେଶନ

April 24, 2026

ବିଜେପିରେ ମିଶିଲେ ରାଘବ, ହୋଇପାରନ୍ତି ପଞ୍ଜାବର ମୁଖ୍ୟ ଚେହେରା !

April 24, 2026

ରାଜଧାନୀରେ ସିରିଜ ଦୁର୍ଘଟଣା

April 24, 2026

ପେଟିଏମ ପେମେଣ୍ଟସ ବ୍ୟାଙ୍କ ଲାଇସେନ୍ସ ରଦ୍ଦ

April 24, 2026

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.