Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ନିଯୁକ୍ତି ହେଲେ ନୂଆ
ଆଞ୍ଚଳିକ

ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ନିଯୁକ୍ତି ହେଲେ ନୂଆ

January 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ନିଯୁକ୍ତି ହେଲେ ନୂଆ

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଆଜି ରାଜ୍ୟ ସରକାର ବଦଳି କରିଛନ୍ତି। ନିର୍ବାଚନ ପୂର୍ବରୁ ଯେଉଁ ଜିଲ୍ଲାପାଳ ପ୍ରାୟ ତିନିବର୍ଷ ପାଖାପାଖି ଗୋଟିଏ ସ୍ଥାନରେ ଅଛନ୍ତି ସେମାନଙ୍କୁ ବଦଳି କରାଯାଇଛି। ଏପରିକି ତିନିବର୍ଷ ପୁରିବାକୁ କେତେମାସ ବାକି ଥିବା ଜିଲ୍ଲାପାଳଙ୍କୁ ମଧ୍ୟ ରାଜ୍ୟ ସରକାର ବଦଳି କରିଦେଇଛନ୍ତି।

କେ ସୁଦର୍ଶନ ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ଜୁନ 2022 ମସିହାରେ ଯୋଗ ଦେଇଥିଲେ। ଯୋଗ ଦେବାଠାରୁ ସେ ଜଣେ ଦକ୍ଷ ଅଫିସର ଭାବେ କାର୍ଯ୍ୟ କରିଥିଲେ। ଜିଲ୍ଲାର କୋଣ ଅନୁକୋଣକୁ ସେ ପରିଦର୍ଶନରେ ଯାଇ ଲୋକଙ୍କ ସମସ୍ୟାର ସମାଧାନ କରୁଥିଲେ। ତେବେ ତାଙ୍କ ବଦଳରେ ବର୍ତ୍ତମାନ ନୂଆ ଜିଲ୍ଲାପାଳ ଭାବେ ଚଞ୍ଚଳ ରଣାଙ୍କୁ ନିଯୁକ୍ତି ଦିଆଯାଇଛି। ସେ ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାପାଳ ଅଛନ୍ତି।

Khordha Collector ଖୋର୍ଦ୍ଧା ଜିଲ୍ଲାପାଳ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

April 13, 2026

ଗୋଦାବରୀଶ ମହାବିଦ୍ୟାଳୟ ରୋଭର ଓ ରେଞ୍ଜର ମାନଙ୍କ ଜଳ ବଣ୍ଟନ କାର୍ଯ୍ୟକ୍ରମ

April 13, 2026

ସାମ୍ବାଦିକ ନୃସିଂହ ମିଶ୍ରଙ୍କ ବିୟୋଗରେ ଶୋକସଭା

April 12, 2026

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026
Latest News

ନୋଏଡାରେ ଶ୍ରମିକ ପ୍ରତିବାଦ ସମୟରେ ହିଂସା କିପରି ଉପୁଜିଲା?

April 13, 2026

ଯାଜପୁର କାଳୀମେଘା ହତ୍ୟାକାଣ୍ଡ ଘଟଣାର ପର୍ଦ୍ଦାଫାସ – ସ୍ତ୍ରୀ କରିଥିଲା ପ୍ଲାନ୍‌

April 13, 2026

ଏଥର କମ୍ ବର୍ଷା

April 13, 2026

ସିଏସଆଇଆର-ଆଇଏମଏମଟି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ

April 13, 2026

ଭୁବନେଶ୍ୱର ଇଗ୍ନୋରେ ନାରୀ ଶକ୍ତି ବନ୍ଦନ ଅଧିନିୟମ ଉପରେ ଛାତ୍ର ଆଲୋଚନା

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.