Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଜେପି ପକ୍ଷରୁ ଜାତୀୟ ଭୋଟର ଦିବସ ପାଳିତ
ଆଞ୍ଚଳିକ

ବିଜେପି ପକ୍ଷରୁ ଜାତୀୟ ଭୋଟର ଦିବସ ପାଳିତ

January 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି।

ଏହି ଦିବସରେ ବିଜେପି ନେତା ଦେବେନ୍ଦ୍ର ମହାପାତ୍ର ଯୋଗଦେଇ ଯୁବ ପିଢୀ ନିଜର ମୁଲ୍ୟବାନ ମତଦାନକୁ କିପରି ସଠିକ୍ ଭାବରେ ସାବ୍ୟସ୍ତ କରିବେ ପ୍ରକାଶ କରିଥିଲେ।  ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ ସାହୁ , ନେତ୍ରାନନ୍ଦ ରାଉଳ ପ୍ରମୁଖ ମତଦାନ ସଂପର୍କରେ ନୂତନ ଭୋଟର ମାନଙ୍କୁ ଆଲୋଚନା ମାଧ୍ୟମରେ ବାର୍ତ୍ତା ଦେଇଥିଲେ।

କାର୍ଯ୍ୟକ୍ରମକୁ ରାମାନୂଜ ମହାପାତ୍ର ସଂଯୋଜନା କରିଥିଲେ। ନାକଟିଦେଉଳ ଓ ରେଢାଖୋଲ ବ୍ଲକ୍ ର ବହୁ ଯୁବ ଭୋଟର ଭାଇମାନେ ଯୋଗ ଦେଇ ନିଜର ମତାମତ ରଖିଥିଲେ।

ଜାତୀୟ ଭୋଟର ଦିବସ ବିଜେପି ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ଆନ୍ନାମଲାଇ ବିଜେପିରୁ ଇସ୍ତଫା ଦେଇନାହାନ୍ତି : ନୈନାର ନାଗେନ୍ଦ୍ରନ

June 4, 2026
Latest News

ସାୟନୀ ଘୋଷଙ୍କୁ ଯୁବ ସଭାପତି ପଦରୁ ହଟାଇଲା ଟିଏମସି, ଅର୍ଣ୍ଣବ ବାନାର୍ଜୀଙ୍କୁ ନୂଆ ଦାୟିତ୍ୱ

June 14, 2026

କୋଇଲା ଖଣିରେ ଶ୍ୱାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ

June 14, 2026

ଇରାନ-ଆମେରିକା ଚୁକ୍ତି ନେଇ ବଡ଼ ଅପଡେଟ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ ବୋଲି ଟ୍ରମ୍ପଙ୍କ ଦାବି

June 14, 2026

ସମ୍ପର୍କର ଦେଶରେ ସମ୍ପର୍କହୀନତା! ନିଃସଙ୍ଗତା ରିପୋର୍ଟ ଉଠାଇଲା ବଡ଼ ପ୍ରଶ୍ନ

June 13, 2026

ତୃଣମୂଳରେ ବଡ଼ ରାଜନୈତିକ ଭୂକମ୍ପ! ୨୦ ସାଂସଦଙ୍କ ନୂଆ ଚାଲ୍ ନେଇ ବଢ଼ିଲା ରାଜନୈତିକ ଚର୍ଚ୍ଚା

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.