Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର, ମନ୍ତ୍ରୀମଣ୍ଡଳରେ ସାମିଲ ହେଲା ବିଜେପି
ଆଜିର ଖବର

ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର, ମନ୍ତ୍ରୀମଣ୍ଡଳରେ ସାମିଲ ହେଲା ବିଜେପି

January 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୀତିଶ କୁମାର
ଆଉ କିଛି ସମୟ ପରେ ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ନୀତିଶ କୁମାର

ନୂଆଦିଲ୍ଲୀ: ଆଜି ଅପରାହ୍ନରେ ବିହାରର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଥରେ ଶପଥ ଗ୍ରହଣ କରିଛନ୍ତି ନୀତିଶ କୁମାର। ରାଜଭବନରେ ଆୟୋଜିତ ଶପଥପାଠ ଉତ୍ସବରେ ତାଙ୍କୁ ରାଜ୍ୟପାଳ ଶପଥ କରାଇଥିଲେ। ନୀତିଶଙ୍କ ସହିତ 9 ଜଣ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ନୀତିଶ ଆରଜେଡିଠାରୁ ସଂପର୍କ ଛିନ୍ନ କରି ବିଜେପି ସହିତ ନୂଆ ସରକାର ଗଠନ କରିଛନ୍ତି।

ଏହି ଶପଥପାଠରେ ବିଜେପିର ଦୁଇ ବିଧାୟକ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥପାଠ କରିଛନ୍ତି। ସେମାନେ ହେଲେ ସମ୍ରାଟ ଚୌଧୁରୀ ଏବଂ ବିଜୟ ସିହ୍ନା। ଏହି ଶପଥପାଠ ଉତ୍ସବରେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ ପି ନଡ୍ଡା ମଧ୍ୟ ଯୋଗଦେଇଥିଲେ। ନୀତିଶ ନଅଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେଣି।

nitish kumar ନୀତିଶ କୁମାର
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.