Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଯେତେବେଳେ ପୁଣି ରାଜଭବନ ପହଞ୍ଚିଲେ ନୀତୀଶ, ରାଜ୍ୟପାଳ କହିଲେ ଏବେ ତ ୧୫ମିନିଟ ବି ହୋଇନାହିଁ’: କଂଗ୍ରେସ ନେତାଙ୍କ କଟାକ୍ଷ
ଆଜିର ଖବର

‘ଯେତେବେଳେ ପୁଣି ରାଜଭବନ ପହଞ୍ଚିଲେ ନୀତୀଶ, ରାଜ୍ୟପାଳ କହିଲେ ଏବେ ତ ୧୫ମିନିଟ ବି ହୋଇନାହିଁ’: କଂଗ୍ରେସ ନେତାଙ୍କ କଟାକ୍ଷ

January 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୟରାମ ରମେଶ
'ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି': ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

ପାଟନା: ନୀତୀଶ କୁମାର ବିହାରର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଦିନଠାରୁ ବିରୋଧୀ ଦଳର ସମସ୍ତ ନେତା କ୍ରମାଗତ ଭାବରେ ତାଙ୍କୁ ଟାର୍ଗେଟ କରୁଛନ୍ତି। ବିରୋଧୀ ଦଳର ଇଣ୍ଡିଆ ଆଲାଇନ୍ସର ଅଂଶ ହୋଇଥିବା ନୀତୀଶ କୁମାରଙ୍କ ଏନଡିଏକୁ ପ୍ରତ୍ୟାବର୍ତ୍ତନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ସମୟରେ କଂଗ୍ରେସ ନେତା ଜୟରାମ ରମେଶ ବିହାରର ମୁଖ୍ୟମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି।

ଜୟରାମ ରମେଶ ଟ୍ୱିଟରରେ କହିଛନ୍ତି ଯେ, ଶପଥ ଗ୍ରହଣ କରିବା ପରେ ନୀତୀଶ କୁମାର ରାଜ ଭବନରେ ନିଜର ମଫଲର ଭୁଲି ଯାଇଥିଲେ। ଯେତେବେଳେ ସେ ଅଧା ରାସ୍ତାରୁ ଫେରି ମଫଲର ନେବା ପାଇଁ ରାଜଭବନ ଆସିଲେ, ସେତେବେଳେ ୧୫ ମିନିଟ୍ ବିତିନଥିବାରୁ ରାଜ୍ୟପାଳ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।

Congress NDA nitishkumar
Share. Facebook Twitter LinkedIn Email WhatsApp Copy Link

Related Posts

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026

ମହଙ୍ଗା ପଡ଼ିଲା ଜନ୍ତୁ ଶିକାର ପାଇଁ ବିଦ୍ୟୁତ ତାର ବିଛାଇବା: ଅଭିଯୁକ୍ତ ଗିରଫ

October 11, 2026
Latest News

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.