Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପେନସନ ଭୋଗିଙ୍କ ୧୮ମାସର ବକେୟା ପ୍ରାପ୍ୟ ମିଳିବାକୁ ଦାବୀ
ଆଞ୍ଚଳିକ

ପେନସନ ଭୋଗିଙ୍କ ୧୮ମାସର ବକେୟା ପ୍ରାପ୍ୟ ମିଳିବାକୁ ଦାବୀ

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ
ଆପଣଙ୍କ ଆକାଉଣ୍ଟରେ ଜମା ହୋଇନାହିଁ କି ସମ୍ମାନ ନିଧି ଟଙ୍କା?: ଏଠାରେ ଦାଖଲ କରନ୍ତୁ ଅଭିଯୋଗ

ବାଣପୁର (ସୀତାରାମ ଅଗ୍ରୱାଲ): ରାଜ୍ୟସରକାର କୋଭିଡ ୧୯ ସମୟରେ ହୋଇଥିବା ରାଜ୍ୟର ଆର୍ଥିକ ଅବସ୍ଥାକୁ ଦୃଷ୍ଟିରେ ରଖି ଅବସର ପ୍ରାପ୍ତ କର୍ମଚାରୀ ମାନଙ୍କର ୧୮ମାସର ବର୍ଦ୍ଧିତ ପେନସନ ପ୍ରାପ୍ୟକୁ ପ୍ରଦାନ କରିନଥିଲେ। ବର୍ତ୍ତମାନ କେନ୍ଦ୍ର ସରକାର ସେମାନଙ୍କ କର୍ମଚାରୀ ମାନଙ୍କ ପାଇଁ ସେହି ବକେୟା ପ୍ରାପ୍ୟ ପ୍ରଦାନ କରିବାର ନିଷ୍ପତ୍ତି ଗ୍ରହଣ କରିଥିବା ବେଳେ ରାଜ୍ୟ ସରକାରଙ୍କ ଅଧୀନରେ କର୍ମଚାରୀ ଓ ପେନସନ ଭୋଗୀ ମାନଙ୍କୁ ସେହି ବକେୟା ପ୍ରାପ୍ୟ ପ୍ରଦାନ କରିବାକୁ ଦାବୀ ହେଉଛି।

ଖବର ମୁତାବକ ବହୁ ପେନସନ ଭୋଗୀ ସେହି ପେନସନ ଅର୍ଥରେ ସେମାନଙ୍କ ପରିବାରର ଗୁଜୁରାଣ ମେଣ୍ଟାନ୍ତି। ସାମ୍ପ୍ରତିକ ପରିସ୍ଥିତିରେ ପ୍ରତ୍ୟେକ ବ୍ୟବହାର୍ଯ୍ୟ ଜିନିଷର ଆକାଶ ଛୁଆଁ ଦରବୃଦ୍ଧି ଘଟୁଥିବା ବେଳେ ପେନସନ ଭୋଗୀ ମାନେ ବହୁ ଦୁରବସ୍ଥା ଦେଇ ଗତି କରୁଛନ୍ତି।  ରାଜ୍ୟସରକାର ବିଭିନ୍ନ ବର୍ଗର ନାଗରିକ, ଛାତ୍ରଛାତ୍ରୀ, ମହିଳା ସ୍ୱୟସହାୟକ ଗୋଷ୍ଠୀ, ଆଶା କର୍ମୀ, ଅଙ୍ଗନବାଡି କର୍ମୀ ମାନଙ୍କ ପାଇଁ ଜନ ମଙ୍ଗଳ କାର୍ଯ୍ୟରେ ପର୍ଯ୍ୟାପ୍ତ ପରିମାଣର ରାଜସ୍ବ ବ୍ୟୟ କରୁଥିବା ବେଳେ ପେନସନ ଭୋଗୀଙ୍କ ପାଇଁ ୧୮ମାସର ବକେୟା ପ୍ରାପ୍ୟ ନଦେବା ଦୁଃଖ ଓ ପରିତାପର ବିଷୟ ବୋଲି ବାଣପୁର ବାଲୁଗାଁର ପେନସନ ଭୋଗୀ କର୍ମଚାରୀ ମାନଙ୍କ କାର୍ଯ୍ୟକାରୀ ସଭାପତି ଶରତ ଚନ୍ଦ୍ର ବେଦମତା କହିଛନ୍ତି।

ଏହି ପରିପ୍ରେକ୍ଷୀରେ ବକେୟା ଥିବା ପେନସନକୁ ତୁରନ୍ତ ପ୍ରଦାନ କରିବାକୁ ପେନସନ ଭୋଗୀମାନେ ସରକାରଙ୍କ ନିକଟରେ ଦୃଢ ଦାବୀ କରି ନିବେଦନ କରିବା ସହ ଏହା କାର୍ଯ୍ୟକାରୀ ନ ହେଲେ ଆଗାମୀ ଦିନରେ ପେନସନ ଭୋଗୀ ମାନେ ରାଜରାସ୍ତାକୁ ଓଲ୍ହାଇବାକୁ ସଭାପତି ବେଦମତ୍ତାଙ୍କ ସହ ସମ୍ପାଦକ ରାମଚନ୍ଦ୍ର ସ୍ୱାଇଁ ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।

banpur pension
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.