Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପାଖେଇଲା ନିର୍ବାଚନ, ଶିଘ୍ର ଭୋଟର ତାଲିକାରେ ଆପଣଙ୍କ ନାମ କରାନ୍ତୁ ସାମିଲ
ବିଶେଷ ଖବର

ପାଖେଇଲା ନିର୍ବାଚନ, ଶିଘ୍ର ଭୋଟର ତାଲିକାରେ ଆପଣଙ୍କ ନାମ କରାନ୍ତୁ ସାମିଲ

February 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ନିମନ୍ତେ ଗତ ଜାନୁଆରୀ ମାସ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶିତ ହୋଇଅଛି। ଏହାର ନକଲ ବୁଥ୍‌ସ୍ତରୀୟ ଅଧିକାରୀ (BLO) ଓ ସମସ୍ତ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି ।

ଚୂଡ଼ାନ୍ତ ଭୋଟର ତାଲିକା ମଧ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ceoodisha.nic.in ଉପଲବ୍ଧ ଅଛି। ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବା ପରେ ଅନେକଙ୍କର ଧାରଣା ହେଉଥିବ ଯେ ଆଉ ଭୋଟର ତାଲିକାରେ ନାମ ପଞ୍ଜିକୃତ ହୋଇପାରିବ ନାହିଁ। ଏହା ସଂପୂର୍ଣ୍ଣ ଭୁଲ ଧାରଣା।ଭୋଟର ତାଲିକାରେ ନାମପଞ୍ଜିକରଣ କାର୍ଯ୍ୟ ଏକ ନିରନ୍ତର ପ୍ରକ୍ରିୟା ଏବଂ ଏହି କାର୍ଯ୍ୟ ସବୁବେଳେ ଚାଲୁ ରହିଛି ।

ରାଜ୍ୟର ସମସ୍ତ ଭୋଟରମାନଙ୍କୁ ନିବେଦନ କରାଯାଉଛି, ସେମାନେ ପ୍ରକାଶ ପାଇଥିବା ଚୂଡ଼ାନ୍ତ ଭୋଟର ତାଲିକାରେ ନିଜ ନିଜର ନାମ ତନଖି କରନ୍ତୁ। ଯଦି ଭୋଟର ତାଲିକାରେ କୌଣସି ଭୋଟରଙ୍କ ନାମ ନଥିବ ତାହାହେଲେ ସେ ନୂତନ ଭୋଟର ଭାବେ ନାମ ପଞ୍ଜିକରଣ ପାଇଁ ଫର୍ମ ନଂ-୬ ଓ ସ୍ଥାନାନ୍ତର ପାଇଁ ଫର୍ମ ନଂ-୮ ମାଧ୍ୟମରେ ଆବେଦନ କରିପାରିବେ ।

ଭୋଟରମାନେ ମଧ୍ୟ ଅନ୍‌ଲାଇନ୍‌ ମାଧ୍ୟମରେ voters.eci.gov.in ରେ ଲଗ୍‌ଇନ୍‌ କରି କିମ୍ବା Voter Help Line App ଡାଉନ୍‌ଲୋଡ଼୍‌ କରି ଘରେ ବସି ମଧ୍ୟ ଆବେଦନ କରିପାରିବେ । ଏତଦ୍‌ବ୍ୟତୀତ ଭୋଟରମାନେ ମଧ୍ୟ ସଂପୃକ୍ତ ବୁଥ୍‌ସ୍ତରୀୟ ଅଧିକାରୀ (BLO)ଙ୍କ ସହ ଯୋଗାଯୋଗ କରି ନିର୍ଦ୍ଧାରିତ ଫର୍ମ ମାଧ୍ୟମରେ ଭୋଟର ତାଲିକାରେ ନାମ ପଞ୍ଜିକରଣ ନିମନ୍ତେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି ।

ceo Election2024 voter ନିର୍ବାଚନ2024 ଭୋଟର ଭୋଟର ଲିଷ୍ଟ ସିଇଓ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.